/odishatv-khabar/media/post_attachments/uploadimage/library/16_9/16_9_0/IMAGE_1682753902.jpg)
Low Pressure Area Likely To Form Around May 5
ଆସୁଛି ଲଘୁଚାପ ! ଦକ୍ଷିଣ ବଙ୍ଗୋପସାଗରରେ ମେ’ ୫ ପାଖାପାଖି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।
Advertisment
‘ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇପାରେ। ଅବପାତଟି ବାତ୍ୟାରେ ପରିଣତ ହେବ କି ନାହିଁ ସ୍ପଷ୍ଟ ହୋଇନି। ଲଘୁଚାପ ସୃଷ୍ଟି ହେଲା ପରେ ଏହାର ଗତିବିଧି ସ୍ପଷ୍ଟ ହେବ। ବର୍ତ୍ତମାନ ଆକଳନ ଅନୁସାରେ ଏହା ଓଡ଼ିଶାକୁ ପ୍ରଭାବ ପକାଇବନି’ ବୋଲି IMD ଡିଜି ସୂଚନା ଦେଇଛନ୍ତି।
ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)