Advertisment

Low Pressure:ମାଡ଼ି ଆସୁଛି ବଡ଼ ବର୍ଷା, ୨୭ ଯାଏ ପ୍ରବଳ ବର୍ଷିବ

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୭ ଯାଏ ପ୍ରବଳ ବର୍ଷିବ । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟ ହୋଇଛି ।

ଅଦ୍ୟତନ ହୋଇଛି
rain

rain

Advertisment

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୭ ଯାଏ ପ୍ରବଳ ବର୍ଷିବ । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟ ହୋଇଛି । ଯାହା ଆଗାମୀ ୨୪ ଘଣ୍ଟାରେ ଉତ୍ତରପଶ୍ଚିମ ଦିଗରେ ଝାଡଖଣ୍ଡ ଦେଇ ଗତିକରିବାର ସମ୍ଭାବନା ଅଛି ।

Advertisment

ସେପଟେ ଆଜି ସକାଳ ସାଢେ ୮ଟା ସୁଦ୍ଧା ସୁନ୍ଦରଗଡ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି କେନ୍ଦୁଝର, ମୟୂରଭଂଜ, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କହିଛି ପାଣିପାଗ କେନ୍ଦ୍ର ।

ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଆସନ୍ତା ୨୭ ତାରିଖ ଯାଏଁ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ...

Advertisment
Odisha Low Pressure Rain Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ