Advertisment

Odisha Weather Update: ପ୍ରଚଣ୍ଡ ତାତିରୁ ମିଳିପାରେ ଆଶ୍ୱସ୍ତି; ୪୮ ଘଣ୍ଟାରେ ଲଘୁଚାପ !

ପାଣିପାଗରେ ହେବାକୁ ଯାଉଛି ବଡ଼ ପରିବର୍ତ୍ତନ । ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ଏହାର ପ୍ରଭାବରେ ୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା ସୃଷ୍ଟି ହୋଇଛି ।

author-image
Deviprasad Jena
ଅଦ୍ୟତନ ହୋଇଛି
Odisha Weather Update

Odisha Weather Update

ଉପାନ୍ତରୁ ଉପକୂଳ,ପଶ୍ଚିମରୁ ଦକ୍ଷିଣ ସବୁଠି ପ୍ରବଳ ତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଥିବା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଆସିପାରେ ଲଘୁଚାପ

Advertisment

ପାଣିପାଗରେ ହେବାକୁ ଯାଉଛି ବଡ଼ ପରିବର୍ତ୍ତନ । ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ଏହାର ପ୍ରଭାବରେ ୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗର ଲଘୁଚାପ କ୍ଷେତ୍ର ସମ୍ଭାବନା ସୃଷ୍ଟି ହୋଇଛି ।

ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ, ତାଙ୍କ 'ଏକ୍ସ' ହ୍ୟାଣ୍ଡେଲରେ ଏଭଳି ସୂଚନା ଦେଇଛନ୍ତି । ତେବେ ଲଘୁଚାପ ପ୍ରଭାବରେ ବର୍ଷା ହେଲେ ,ରାଜ୍ୟବାସୀଙ୍କୁ ପ୍ରଚଣ୍ଡ ତାତିରୁ ମିଳିପାରେ ଆଶ୍ୱସ୍ତି ମିଳିବା ନେଇ ଅନୁମାନ କରାଯାଉଛି ।

Advertisment

ଅଧିକ ପଢ଼ନ୍ତୁ: ‘ବିଜେଡିରେ ବିରାଟ ଫାଙ୍କ, ବିଜୁ ଆଉ ପାଣ୍ଡିଆନ ଲୋକ ଭାଗଭାଗ’: ତାରା ବାହିନୀପତି

Odisha Weather Weather Update Rain Alert
Advertisment
Advertisment