/odishatv-khabar/media/post_attachments/uploadimage/library/16_9/16_9_0/IMAGE_1722480022.jpg)
Heavy rainfall
ପୁଣି ବଢ଼ିବ ବର୍ଷା। ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ସୂଚନା । ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ କାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
Advertisment
#प्रेस विज्ञप्ति /#PressRelease dated 15.08.2024 on Likely formation of a low pressure area & heavy rainfall activity pic.twitter.com/3z1brOzwow
— Meteorological Centre, Bhubaneswar (@mcbbsr) August 15, 2024
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)