Advertisment

୨ ଦିନ ଭିତରେ ଖସିବ ପାରଦ, ବଢ଼ିବ ଶୀତ !

ରାତିର ତାପମାତ୍ରାରେ ପରିବର୍ତ୍ତନ ଆସିପାରେ । ତେବେ ଆସନ୍ତା ୭ ଦିନ ଯାଏ ରାଜ୍ୟରେ ପାଗରେ ବିଶେଷ ପରିବର୍ତ୍ତନ ନାହିଁ ।

author-image
Rajalaxmi Sahoo
Mercury to drop further in Odisha

Mercury to drop further in Odisha

ଏଣିକି ଖସିବ ପାରଦ ବଢ଼ିବ ଶୀତ । ରାଜ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୨ ଦିନ ଭିତରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିପାରେ ।

Advertisment

ଫଳରେ ରାତିର ତାପମାତ୍ରାରେ ପରିବର୍ତ୍ତନ ଆସିପାରେ । ତେବେ ଆସନ୍ତା ୭ ଦିନ ଯାଏ ରାଜ୍ୟରେ ପାଗରେ ବିଶେଷ ପରିବର୍ତ୍ତନ ନାହିଁ । ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

Cold Wave
Advertisment
Advertisment