Mercury to drop further in Odisha
Advertisment
ଏଣିକି ଖସିବ ପାରଦ ବଢ଼ିବ ଶୀତ । ରାଜ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୨ ଦିନ ଭିତରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିପାରେ ।
Advertisment
ଫଳରେ ରାତିର ତାପମାତ୍ରାରେ ପରିବର୍ତ୍ତନ ଆସିପାରେ । ତେବେ ଆସନ୍ତା ୭ ଦିନ ଯାଏ ରାଜ୍ୟରେ ପାଗରେ ବିଶେଷ ପରିବର୍ତ୍ତନ ନାହିଁ । ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/s_1702264980.jpg)