Advertisment

Monsoon Reaches India: ଖୁସି ଖବର; ୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ମୌସୁମୀ

କାଲି ଆଣ୍ଡାମାନ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ। ମୌସୁମୀ ବାୟୁ ଅଗ୍ରସର ନେଇ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ଆଣ୍ଡାମାନ ସାଗର ଓ ଦକ୍ଷିଣ ବଙ୍ଗୋପସାଗରକୁ ଛୁଇଁବ ମୌସୁମୀ।

ଅଦ୍ୟତନ ହୋଇଛି
Rain

Rain

Advertisment

ଖୁସି ଖବର ଏଥର ସଅଳ ଆସୁଛି ମୌସୁମୀ। ୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment

ପାଣିପାଗର କେନ୍ଦ୍ରର ସୂଚନା ଅନୁସାରେ, କାଲି ଆଣ୍ଡାମାନ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ। ମୌସୁମୀ ବାୟୁ ଅଗ୍ରସର ନେଇ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ଆଣ୍ଡାମାନ ସାଗର ଓ ଦକ୍ଷିଣ ବଙ୍ଗୋପସାଗରକୁ ଛୁଇଁବ ମୌସୁମୀ।

ଅଧିକ ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ଲୋକେ; ଆହୁରି ବଢିବ ତାତି!

ଅନ୍ୟପକ୍ଷରେ ତତଲା କଡ଼େଇରେ ଭାଜି ହେଉଛନ୍ତି ରାଜ୍ୟବାସୀ। ଉପକୂଳରୁ ଉତ୍ତର, ପୁଣି ପଶ୍ଚିମରୁ ଦକ୍ଷିଣ ସବୁଠି ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମଲହରୀ। ୧୫ ତାରିଖ ଯାଏଁ ତାତିରୁ ନିସ୍ତାର ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଛି।

Advertisment

ଆସନ୍ତାକାଲି ପାଇଁ ୯ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ଓ ୧୦ ଜିଲ୍ଲାକୁ ଗରମ ଗୁଳୁଗୁଳି ନେଇ ୟେଲୋ ଚେତାବନୀ ଜାରି ହୋଇଛି। ଅନ୍ୟପକ୍ଷରେ ପ୍ରଚଣ୍ଡ ଖରା ବେଳେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

ଅଧିକ ପଢ଼ନ୍ତୁ: ତାତିରେ ଲାଗିବ ବ୍ରେକ୍, ୫ ଦିନ ଯାଏଁ ତାଣ୍ଡବ ରଚିବ କାଳବୈଶାଖୀ

Andaman Sea Monsoon
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ