/odishatv-khabar/media/post_attachments/uploadimage/library/16_9/16_9_0/Winter_1702180179.jpg)
Winter
ରାଜ୍ୟରେ ଏଣିକି ବଢିବ ଶୀତ । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତଲ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଫଳରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ । ଉତ୍ତର-ଉତ୍ତର ପଶ୍ଚିମ ଦିଗରୁ ବୋହୁଥିବା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଅନୁଭୁତ ହେବ ବୋଲି ବିଭାଗ ପକ୍ଷରୁ କୁହଯାଇଛି ।
Advertisment
ତେବେ ଆସନ୍ତା ୭ଦିନ ଯାଏ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ଏବଂ କୌଣସି ଆଲର୍ଟ ଜାରି ହୋଇନଥିବା କହିଛି ପାଣିପାଗ ବିଭାଗ । ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୧୧ ଦଶମିକ ୫ ଡିଗ୍ରୀ ରେକର୍ଡ କରାଯାଇଥିଲା । ଗତକାଲି ଠାରୁ ରାଜ୍ୟରେ କୋହଲା ପାଗ ବଦଳିବା ସହିତ
ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ କୁହୁଡ଼ି ଦୃଶ୍ୟମାନ ହୋଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)