/odishatv-khabar/media/post_attachments/uploadimage/library/16_9/16_9_0/Cyclone__1647417029.jpg)
Cyclone
ଘୂର୍ଣ୍ଣିବଳୟ ପ୍ରଭାବରେ ବିଷୁବରେଖା ପାର୍ଶ୍ୱବର୍ତ୍ତୀ ଭାରତ ମହାସାଗର ଓ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୨୩ ତାରିଖ ସନ୍ଧ୍ୟାରେ ସମ୍ଭାବ୍ୟ ବାତ୍ୟା ବାଂଲାଦେଶ ଉପକୂଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ(IMD) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।
Advertisment
ଓଡ଼ିଶା ଉପରେ ବାତ୍ୟାର କୌଣସି ପ୍ରଭାବ ପଡ଼ିବ ନାହିଁ। ବାତ୍ୟା ପ୍ରଭାବ ପଡ଼ିବନି କି ପବନ,ବର୍ଷା ମଧ୍ୟ ହେବ ନାହିଁ। ଏନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।
ସମ୍ଭାବ୍ୟ ବାତ୍ୟାକୁ ନେଇ IMD ଡିଜି ସୂଚନା ଦେଇଛନ୍ତି ଯେ, ୨୩ ସନ୍ଧ୍ୟାରେ ବାତ୍ୟା ବାଂଲାଦେଶ ଉପକୂଳ ଛୁଇଁବ। ୧୯ ସୁଦ୍ଧା ଆଣ୍ଡାମାନ ସାଗରରେ ୱେଲମାର୍କଡ୍ ଲୋ-ପ୍ରେସର ରୂପ ନେବାର ସମ୍ଭାବନା ରହିଛି। କାଳକ୍ରମେ ଦିଗ ବଦଳାଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ୨୦ରେ ଅବପାତ ଓ ୨୧ରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)