Advertisment

ଏ ବର୍ଷ ସ୍ୱାଭାବିକ ହେବ ମୌସୁମୀ ବର୍ଷା

ଚଳିତ ବର୍ଷ ସ୍ୱାଭାବିକ ହେବ ମୌସୁମୀ ବର୍ଷା। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
IMD Monsoon Forecast

Normal rainfall during monsoon this year

ଚଳିତ ବର୍ଷ ସ୍ୱାଭାବିକ ହେବ ମୌସୁମୀ ବର୍ଷା। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମୌସୁମୀ ବର୍ଷା ପରିମାଣ ୯୬% ହେବା ନେଇ ପୂର୍ବାନୁମାନ କରାଯାଇଛି। ଏନେଇ  ପ୍ରେସ୍‌ମିଟ୍‌ରେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

Advertisment

୯୬%ରୁ ୧୦୪% ବର୍ଷା ହେଲେ ସ୍ୱାଭାବିକ କୁହାଯାଏ। ମୌସୁମୀର ଦ୍ୱିତୀୟାର୍ଦ୍ଧରେ ‘ଏଲ୍-ନିନୋ’ ସମସ୍ୟା ସମ୍ଭାବନା ରହିଛି। ‘ଏଲ୍-ନିନୋ’ ସମ୍ଭାବନା ଥିଲେ ବି ବର୍ଷା ପରିମାଣ କମିବନି ବୋଲି IMD ଡିଜି ସୂଚନା ଦେଇଛନ୍ତି।

ଅଧିକ ପଢ଼ନ୍ତୁ: ପ୍ରଚଣ୍ଡ ତାତି ! କଲବଲ ହେଲାଣି ଓଡ଼ିଶା, ଝାରସୁଗୁଡ଼ା-ବାରିପଦାରେ ୪୦ ଡିଗ୍ରୀ

Advertisment
Weather Update Monsoon
Advertisment
Advertisment