/odishatv-khabar/media/post_attachments/uploadimage/library/16_9/16_9_0/s_1680840150.jpg)
Norwester rain in Odisha
ରାଜ୍ୟରେ ଆଜି ବି କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିପାରେ। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Advertisment
ଆଜି ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତକାଲି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଦେଖିବାକୁ ମିଳିଥିଲା। ବିଶେଷକରି କଟକ ଓ ଭୁବନେଶ୍ୱର ବାସିନ୍ଦାଙ୍କୁ ବେହାଲ କରିଥିଲା ପଶ୍ଚିମା ଝଡ଼ ପ୍ରଭାବରେ ଅଦିନିଆ ବର୍ଷା।
ଆସନ୍ତା ୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଭାଗ କହିଛି। ଦକ୍ଷିଣ, ଆଭ୍ୟନ୍ତରୀଣ ଏବଂ ଉତ୍ତର ଉପକୂଳ ଓଡ଼ିଶା ର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରିଛି
Advertisment
#Warning for Day-1 to Day-3,
Day-4 & Day-5: NIL pic.twitter.com/4f1u0lnMna— Meteorological Centre, Bhubaneswar (@mcbbsr) April 6, 2023
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)