Advertisment

ଆହୁରି ୨ ଦିନ କାଳବୈଶାଖୀ ! ଆଜି ବି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଦେଖିବାକୁ ମିଳିଥିଲା।

ଅଦ୍ୟତନ ହୋଇଛି
Odisha Weather Forecast

Norwester rain in Odisha

Advertisment

ରାଜ୍ୟରେ ଆଜି ବି କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିପାରେ। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ  ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Advertisment

ଆଜି ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତକାଲି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଦେଖିବାକୁ ମିଳିଥିଲା। ବିଶେଷକରି କଟକଭୁବନେଶ୍ୱର ବାସିନ୍ଦାଙ୍କୁ ବେହାଲ କରିଥିଲା ପଶ୍ଚିମା ଝଡ଼ ପ୍ରଭାବରେ ଅଦିନିଆ ବର୍ଷା।

ଆସନ୍ତା ୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଭାଗ କହିଛି। ଦକ୍ଷିଣ, ଆଭ୍ୟନ୍ତରୀଣ ଏବଂ ଉତ୍ତର ଉପକୂଳ ଓଡ଼ିଶା ର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରିଛି 

Advertisment

Weather Update Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ