• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ଣ ପ୍ରବାହ। ରାଜ୍ୟର ୫ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଡେଇଁଛି। ୪୧.୪ ଡିଗ୍ରୀ ସହ ଟିଟିଲାଗଡ଼ ହୋଇଛି। ରାଜ୍ୟର ସବୁଠୁ ଉତ୍ତପ୍ତ ସହର ବଲାଙ୍ଗିରରେ ବି ତାପମାତ୍ରା ୪୧ଡିଗ୍ରୀ ପାର କରିଛି। ବୌଦ୍ଧ, ଅନୁଗୁଳ ଓ ବାରିପଦାରେ ବି ପାରଦ ୪୦ ଡିଗ୍ରୀ ଡେଇଁଛି।

ତେବେ ରାଜଧାନୀ ଭୁବନେଶ୍ୱରରେ ଆଜିର ତାପମାତ୍ରା ୩୭.୬ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ କଟକରେ ୩୭.୨ ଡିଗ୍ରୀ ରେକର୍ଡ କରାଯାଇଛି। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକ ସ୍ଥାନରେ ଦିନ ୧୦ଟା ପରେ ଆଉ ପଦାକୁ ବାହାରିବା ସମ୍ଭବ ହେଉନାହିଁ।

OTV is now on Whatsapp

Join and get latest news update delivered to you via whatsapp

Join Now