Heat Wave
Advertisment
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ଣ ପ୍ରବାହ। ରାଜ୍ୟର ୫ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଡେଇଁଛି। ୪୧.୪ ଡିଗ୍ରୀ ସହ ଟିଟିଲାଗଡ଼ ହୋଇଛି। ରାଜ୍ୟର ସବୁଠୁ ଉତ୍ତପ୍ତ ସହର ବଲାଙ୍ଗିରରେ ବି ତାପମାତ୍ରା ୪୧ଡିଗ୍ରୀ ପାର କରିଛି। ବୌଦ୍ଧ, ଅନୁଗୁଳ ଓ ବାରିପଦାରେ ବି ପାରଦ ୪୦ ଡିଗ୍ରୀ ଡେଇଁଛି।
Advertisment
ତେବେ ରାଜଧାନୀ ଭୁବନେଶ୍ୱରରେ ଆଜିର ତାପମାତ୍ରା ୩୭.୬ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ କଟକରେ ୩୭.୨ ଡିଗ୍ରୀ ରେକର୍ଡ କରାଯାଇଛି। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକ ସ୍ଥାନରେ ଦିନ ୧୦ଟା ପରେ ଆଉ ପଦାକୁ ବାହାରିବା ସମ୍ଭବ ହେଉନାହିଁ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Heat_Wave__1647796058.jpeg)