Advertisment

ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

ସକ୍ରିୟ ସୌମୁମୀ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା....

ଅଦ୍ୟତନ ହୋଇଛି
Odisha SRC issues alert for thunderstorms, rainfall in these districts

Odisha SRC issues alert for thunderstorms, rainfall in these districts

Advertisment

ରାଜ୍ୟରେ ସକ୍ରିୟ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୮ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।

Advertisment

ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଂଜାମ, ଗଜପତି, ରାୟଗଡ଼ା ଓ କଳାହାଣ୍ଡି ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସଂଭାବନା ରହିଛି । ଚେଣୁ ଏହି ୮ ଟି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ଓ

ସେହିପରି କନ୍ଧମାଳ, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏହି ସବୁ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଥିବାରୁ ଏହିସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଏନେଇ ଏସ୍ଆରସିଙ୍କ ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି ।

Advertisment
ୋ

ଏହାସହ ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଥିବା ମଧ୍ୟ ପଣିପାଗ ପକ୍ଷରୁ ସୂଚନା ଦିଆଯାଇଛି ।

Heavy Rainfall
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ