Advertisment

ଦୁର୍ଗାପୂଜା ପୂର୍ବରୁ ବାତ୍ୟା ଆଶଙ୍କା !

ଆସିବ କି ଆଉ ଏକ ବାତ୍ୟା ? ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ଆଶଙ୍କା ରହିଛି।

ଅଦ୍ୟତନ ହୋଇଛି
Possibility Of Cyclone Before Durga Puja

Possibility Of Cyclone Before Durga Puja

Advertisment

ଆସିବ କି ଆଉ ଏକ ବାତ୍ୟା ? ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ହୋଇଥିବା ଆକଳନ ପରେ ଏଭଳି କିଛି ଆଶଙ୍କା ବଢ଼ିଛି। ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ଆଶଙ୍କା ରହିଛି।

Advertisment

ସେପ୍ଟେମ୍ବର ୨୮ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ଓ ପରେ ବାତ୍ୟାର ରୂପ ନେଇପାରୋ ଏହି ସମୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ କରୁଥିବାରୁ ଲଘୁଚାପ ବାତ୍ୟାରେ ପରିଣତ ହେବାକୁ ପାଗ ଅନୁକୂଳ ହୋଇପାରେ।

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୧୫ ଦିନ ପୂର୍ବରୁ ହୋଇଥିବା ଆକଳନରେ ଏଭଳି କିଛି ପୂର୍ବାନୁମାନ କରାଯାଇଛି। ତା’ସହ ଅନ୍ୟ କିଛି ପାଣିପାଗ ମଡେଲ୍ ବି ଏନେଇ ସୂଚନା ଦେଇଛି। ତେବେ ଏହାର ପ୍ରଭାବ ଓ ଗତିପଥ କ’ଣ ରହିବ ତାହା ଏଯାଏ ଜଣାପଡ଼ିନି।

Advertisment
Cyclone
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ