Rain Alert To Various Districts Of Odisha
Advertisment
ଲଘୁଚାପ ପ୍ରଭାବରେ ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
Advertisment
ଏହି ଜିଲ୍ଲା ଗୁଡ଼ିକ ହେଲା- ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେଓଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/s_1694061925.jpg)