/odishatv-khabar/media/post_attachments/uploadimage/library/16_9/16_9_0/IMAGE_1695180651.jpg)
Rain due to low pressure
ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆହୁରି ୨ଦିନ ପର୍ଯ୍ୟନ୍ତ ବିସ୍ତୃତ ବର୍ଷା ସମ୍ଭାବନା ରହିଛି।
Advertisment
ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଆସନ୍ତାକାଲି ଯାଏଁ ଏହା ଉତ୍ତର ଓଡ଼ିଶା ଦେଇ ଗତି କରିବା ସମ୍ଭାବନା ରହିଛି। ଉତ୍ତର ଓଡ଼ିଶା ଦେଇ ଉତ୍ତର-ପଶ୍ଚିମ ଦିଗରେ ଗତି ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ ବିଭାଗ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)