Advertisment

ଆହୁରି ୫ ଦିନ ବର୍ଷିବ ! ୨୪ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆସନ୍ତା ୪ ରୁ ୫ ଦିନ ଧରି ବର୍ଷା ଲାଗି ରହିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Rain Likely In Odisha In Next 5 Days

Rain Likely In Odisha In Next 5 Days

Advertisment

ଓଡ଼ିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।  ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ରୁ ୫ ଦିନ ଧରି ବର୍ଷା ଲାଗି ରହିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment

ଏଥିପାଇଁ ଆସନ୍ତା ୨୪ ଘଣ୍ଟା ଲାଗି ରାଜ୍ୟର ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।  ଏହିସବୁ ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, ବରଗଡ଼ ଓ ରାୟଗଡ଼ା। ସେହିପରି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ପ୍ରାୟ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Rain In Odisha Heavy Rainfall Alert Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ