Advertisment

ବର୍ଷାରେ ଭିଜିବ ଗଣେଷ ପୂଜା ! ୮ ଜିଲ୍ଲାରେ ପ୍ରବଳ ବର୍ଷିବ

ଉତ୍ତର ଓଡିଶା ଓ ଦକ୍ଷିଣ ଉପକୂଳ ଓଡିଶାରେ ଆଜି ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଅଦ୍ୟତନ ହୋଇଛି
Weather Update

Weather Update

Advertisment

ବଢିବ ବର୍ଷାର ବିସ୍ତୃତି । ବର୍ଷାରେ ଭିଜିପାରେ ଗଣେଶ ପୂଜା । ଉତ୍ତର ଓଡିଶା ଓ ଦକ୍ଷିଣ ଉପକୂଳ ଓଡିଶାରେ ଆଜି ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଗଂଜାମ, ଗଜପତି, ରାୟଗଡା, କନ୍ଧମାଳ, କଟକ, ଢେଙ୍କାନାଳ, ଯାଜପୁର ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

Advertisment

ଏଥିସହ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ମୟୂରଭଂଜ, କଳାହାଣ୍ଡି ଜିଲ୍ଲାରେ ଘଡଘଡି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Weather Update Heavy Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ