/odishatv-khabar/media/post_attachments/uploadimage/library/16_9/16_9_0/IMAGE_1659340289.jpg)
Rainfall activity unlikely till August 4-5
୬ରେ ଆଉ ଏକ ଲଘୁଚାପ । ଶ୍ରାବଣ ମାସରେ ବର୍ଷା ଗାଏବ ହୋଇଥିବା ନେଇ ପାଣିପାଗ ବିଜ୍ଞାନୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏନେଇ IMD ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି ଓଟିଭିକୁ ସୂଚନା ଦେଇଛନ୍ତି ।
Advertisment
ଏନେଇ IMD ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି କହିଛନ୍ତି ଯେ, ‘ଆସନ୍ତା ୪/୫ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ନାହିଁ । ୬ ତାରିଖ ଓ ୭ ତାରିଖ ଆଡ଼କୁ ଏକ ଛୋଟ ଧରଣର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ହେବାକୁ ଥିବା ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଓଡ଼ିଶାରେ ଅଧା ମୌସୁମୀ ସରିଲାଣି । ହେଲେ ଏ ପର୍ଯ୍ୟନ୍ତ ୮% କମ୍ ବର୍ଷା ହୋଇଛି ।’
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)