ଅଦ୍ୟତନ ହୋଇଛି
Heavy Rainfall alert
Advertisment
ଭୁବନେଶ୍ୱର: ଆସନ୍ତା ୧୧ ତାରିଖରୁ ୧୪ ତାରିଖ ଯାଏଁ ରାଜ୍ୟରେ ବର୍ଷିବ। ବର୍ଷା ଆଶଙ୍କା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପଶ୍ଚିମା ଝଡ଼ ପ୍ରଭାବରେ ଓଡ଼ିଶାରେ କୁଆପଥର ମାଡ଼ ସହ ବର୍ଷା ଆଶଙ୍କା ରହିଛି।
Advertisment
- ୧୧ ତାରିଖ ସକାଳ ସାଢ଼େ ୮ଟାରୁ ୧୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ: ୭ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲାଗୁଡିକ ହେଲା-ବରଗଡ଼, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼।
Advertisment
- ୧୨ ତାରିଖ ସକାଳ ସାଢ଼େ ୮ଟାରୁ ୧୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ: ମଧ୍ୟ ୭ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା- କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ ଓ ନୟାଗଡ଼ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1633790959.jpg)