Advertisment

ଆଜି ଅଧିକ ପ୍ରଭାବ ଦେଖାଇବ ପଶ୍ଚିମା-ଝଡ଼ ! ଏହିସବୁ ଜିଲ୍ଲାବାସୀ ସତର୍କ ରୁହନ୍ତୁ...

ଆଜି ଅଧିକ ପ୍ରଭାବ ଦେଖାଇବ ପଶ୍ଚିମା-ଝଡ଼ା ଗତ ଦୁଇ ଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଥିବା ବର୍ଷାର ପରିମାଣ ଆଜି ଅଧିକ ବଢ଼ିବ।

Rainfall Alert For 9 Districts Of Odisha

Rainfall Alert For 9 Districts Of Odisha

Advertisment

ଆଜି ଅଧିକ ପ୍ରଭାବ ଦେଖାଇବ ପଶ୍ଚିମା-ଝଡ଼ା ଗତ ଦୁଇ ଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଥିବା ବର୍ଷାର ପରିମାଣ ଆଜି ଅଧିକ ବଢ଼ିବ।  ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। 

Advertisment

ବିଜୁଳି ଓ କୁଆପଥର ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛିା ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର ଏବଂ ପୁରୀ

ସେହିପରି କଟକ, ଯାଜପୁର ଏବଂ ଢେଙ୍କାନାଳରେ ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି ହୋଇଛିା ଏହି ୩ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା(୭ରୁ ୧୧ ସେ.ମି.) ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।  ଏପରିକି ଏସବୁ ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରରେ ପବନ ବହିପାରେ। 

Advertisment
Rain In Odisha Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ