ଅଦ୍ୟତନ ହୋଇଛି
Rainfall Likely In 15 Districts Of Odisha
Advertisment
ଗତ କିଛିଦିନ ଧରି ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହେଉଛି। ଆଜି ମଧ୍ୟ କିଛି ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି।
Advertisment
ଏହି ଜିଲ୍ଳା ଗୁଡ଼ିକ ହେଲା- ନୂଆପଡ଼ା, ବରଗଡ, ଝାରସୁଗୁଡ଼ା, ବଲାଙ୍ଗିର, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆସନ୍ତାକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/s_1680148907.jpg)