Advertisment

ପାଣିପାଗ ବିଭାଗର ସତର୍କ ସୂଚନା- ୧୬ ଜିଲ୍ଲାରେ ବର୍ଷା ସମ୍ଭାବନା

ସକ୍ରିୟ ପଶ୍ଚିମା ଝଡ଼ ପ୍ରଭାବରେ ଆଜି ବି କିଛି ଜିଲ୍ଲାରେ ବର୍ଷା ହୋଇପାରେ। ଗତକାଲି ମଧ୍ୟ କିଛି ସ୍ଥାନରେ ବର୍ଷା ରେକର୍ଡ ହୋଇଥିଲା।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Rainfall Likely In 16 Districts Of Odisha

Rainfall Likely In 16 Districts Of Odisha

ସକ୍ରିୟ ପଶ୍ଚିମା ଝଡ଼ ପ୍ରଭାବରେ ଆଜି ବି କିଛି ଜିଲ୍ଲାରେ ବର୍ଷା ହୋଇପାରେ। ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ଗତକାଲି ମଧ୍ୟ କେନ୍ଦୁଝର, ମୟୂରଭଞ୍ଜ ଏବଂ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ବର୍ଷା ରେକର୍ଡ ହୋଇଥିଲା। ଆସନ୍ତାକାଲିଠୁ ପାଗ ଶୁଖିଲା ରହିବ। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ମଧ୍ୟ ବିଶେଷ ପରିବର୍ତ୍ତନ ହେବ ନାହିଁ।

ଦୁଇ ଦିନ ପରେ ତାପମାତ୍ରା ସାମାନ୍ୟ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Advertisment
Rain In Odisha Rainfall Alert
Advertisment
Advertisment