• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ଆସନ୍ତାକାଲି ପାଇଁ ରାଜ୍ୟର ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହାସହ ଆବଶ୍ୟକ ପଦକ୍ଷେପ ନେବାକୁ ସଂପୃକ୍ତ ଜିଲ୍ଲା ପ୍ରଶାସନକୁ SRCଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ସମସ୍ତ ପ୍ରକାର ପରିସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଛନ୍ତି SRC ।