Advertisment

୫ ଦିନ ଯାଏଁ ପ୍ରବଳ ବର୍ଷିବ; ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ଆସନ୍ତା ୫ ଦିନ ବର୍ଷା ଲାଗି ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅଦ୍ୟତନ ହୋଇଛି
Rainfall to continue in Odisha for next 5 days

Rainfall to continue in Odisha for next 5 days

Advertisment

ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ଆସନ୍ତାକାଲି ପାଇଁ ରାଜ୍ୟର ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Advertisment

ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହାସହ ଆବଶ୍ୟକ ପଦକ୍ଷେପ ନେବାକୁ ସଂପୃକ୍ତ ଜିଲ୍ଲା ପ୍ରଶାସନକୁ SRCଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ସମସ୍ତ ପ୍ରକାର ପରିସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଛନ୍ତି SRC ।

Advertisment
Odisha Weather Weather Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ