Heavy Rainfall
ବର୍ଷା ଧୋଇଦେଲା ପୂଜା ମଉଜ । ଉପକୂଳ ଅଞ୍ଚଳରେ ମେଘୁଆ ପାଗ ସହ କିଛି ଅଞ୍ଚଳରେ ହାଲୁକା ବର୍ଷା ଲାଗିରହିଛି । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଛି । ବର୍ଷାର ପରିମାଣ କମିଥିଲେ ମଧ୍ୟ ଆଜି ଓ ଆସନ୍ତାଗକାଲି ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସ୍ଥିତି ଲାଗି ରହିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଆଜି ଓ ଆସନ୍ତାକାଲି ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲା ଲାଗି ସତର୍କ ସୂଚନା ଜାରି କରାଯାଇଛି । ଆଗାମୀ କିଛି ଘଣ୍ଟା ପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ଆସନ୍ତା ୨୪ ଘଣ୍ଟା ପାଇଁ ଗଞ୍ଜାମ, ଗଜପତି ଓ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1665027400.jpg)