Advertisment

୨୩ରୁ ୨୫ ପର୍ଯ୍ୟନ୍ତ ୧୪ ଜିଲ୍ଲାରେ ସ୍କୁଲ୍ ଛୁଟି

ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ । ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼, କଟକରେ ସ୍କୁଲ୍ ଛୁଟି ।

author-image
Satyendu Shekher Mishra
ଅଦ୍ୟତନ ହୋଇଛି
School Closed

School Closed

ବାତ୍ୟା ପାଇଁ ୨୩ରୁ ୨୫ ଯାଏଁ ସ୍କୁଲ ଛୁଟି। ୧୪ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଏସଆରସି। ବାତ୍ୟା ଯେଉଁ ସବୁ ଜିଲ୍ଲାକୁ ପ୍ରଭାବିତ କରିବ ସେଠି ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏସବୁ ଜିଲ୍ଲା ଗୁଡ଼ିକ ହେଲା ଗଂଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ , ଯାଜପୁର, ଅନୁଗୁଳ, ଖୋର୍ଦ୍ଧା ଓ ନୟାଗଡ଼। 

Advertisment

Cyclone Update High Alert Cyclone Dana
Advertisment
Advertisment