Advertisment

ଆଜି ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାବେଳେ ଏଥିମଧ୍ୟରୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

author-image
Rajalaxmi Sahoo
Today Heavy Rainfall Likely In 7 Districts Of Odisha

Today Heavy Rainfall Likely In 7 Districts Of Odisha

ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାବେଳେ ଏଥିମଧ୍ୟରୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Advertisment

ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ସମ୍ବଲପୁର ଓ ଦେଓଗଡ଼ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

ଜୁଲାଇ୧ରୁ ୩ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।  

Advertisment
Rain In Odisha Heavy Rainfall Alert Weather In Odisha
Advertisment
Advertisment