/odishatv-khabar/media/post_attachments/uploadimage/library/16_9/16_9_0/IMAGE_1694315133.jpg)
Heavy Rainfall Alert
ଆସୁଛି ଆଉ ଏକ ବଡ଼ ବର୍ଷା । ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା
ରହିଛି । ତେବେ ଆଜି ପାଗ ମୁଖ୍ୟତଃ ଶୁଖିଲା ରହିବାକୁ ଥିବା ବେଳେ ଆସନ୍ତାକାଲି ପାଇଁ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ୧୨ ତାରିଖରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ମଧ୍ୟ ହୋଇପାରେ ।
Advertisment
ସେହିପରି ୧୩ ତାରିଖରେ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସେ ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)