ଆସୁଛି ଆଉ ଏକ ବଡ଼ ବର୍ଷା । ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା
Also Read
ସେହିପରି ୧୩ ତାରିଖରେ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସେ ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।