Heavy Rainfall
Advertisment
ଆସନ୍ତାକାଲି ଠାରୁ ରାଜ୍ୟରେ ବଢିବ ବର୍ଷା । ଦକ୍ଷିଣ ମୁହାଁ ନିମ୍ନଚାପ ରେଖା ପ୍ରଭାବରେ ରାଜ୍ୟର ଦୁଇଦିନ ପର୍ଯ୍ୟନ୍ତ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୬ ତାରିଖରୁ ଦକ୍ଷିଣ ଓଡିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ । ୭ ତାରିଖରେ ବର୍ଷାର ପରିମାଣ ଆହୁରି ବଢିବ ବୋଲି କୁହାଯାଉଛି । ୪ଟି ଜିଲ୍ଲାରେ ଅତିପ୍ରବଳ ଓ ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1659585623.jpg)