Advertisment

Weather Update: ରଜରେ ଭିଜିବ ଓଡ଼ିଶା; ଏହି ଜିଲ୍ଲାରେ ପ୍ରବଳ ଛେଚିବ

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆହୁରି ୩ ଦିନ ବର୍ଷିବ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ ଭୁବନେଶ୍ୱର ପାଣିପାଗ କେନ୍ଦ୍ର।

Rain

Rain

Advertisment

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆହୁରି ୩ ଦିନ ବର୍ଷିବ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।

Advertisment

ଅଧିକ ପଢ଼ନ୍ତୁ: ପୁଣି କାଲିଠୁ ବର୍ଷା ! ହୋଇପାରେ ସ୍ୱଳ୍ପରୁ ମଧ୍ୟମ ଧରଣର

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବିଶେଷ କରି ଆଜି ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକ ହେଲା କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନବରଙ୍ଗପୁର ଏବଂ ନୂଆପଡା।

ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସହ ସ୍ଥଳ ବିଶେଷରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ଏଥିସହ ରାଜ୍ୟର କିଛି ସ୍ଥାନରେ ୧୬ ତାରିଖ ଯାଏଁ ବର୍ଷା ସମ୍ଭାବନା ଥିବା ଆକଳନ  ପାଣିପାଗ କେନ୍ଦ୍ର।

Advertisment

 ଅନ୍ୟପକ୍ଷରେ ପ୍ରବଳ ଗୁଳୁଗୁଳି ଯୋଗୁ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି ଜନସାଧାରଣ। ସକାଳ ୮ଟା ପରେ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ିଛି। 

ଅଧିକ ପଢ଼ନ୍ତୁ: କମିଛି ବର୍ଷା-କମିନି ଦୁର୍ଦ୍ଦଶା, ସୁଧୁରିବାକୁ ଲାଗିବ ୧୦ ଦିନ..!

Weather Odisha Weather Rain Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ