/odishatv-khabar/media/post_attachments/uploadimage/library/16_9/16_9_0/weather_1709955840.jpg)
weather
୨ ଦିନ ପରେ ପୁଣି ବଢିବ ତାତି। ୧୧ ତାରିଖରୁ ବଢିବ ଦିନ ତାପମାତ୍ରା । ୪ ରୁ ୬ ଡ଼ିଗ୍ରୀ ଯାଏଁ ତାପମାତ୍ରା ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି। ଗତ ୨୪ ଘଣ୍ଟାରେ ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୭ ଡ଼ିଗ୍ରୀ ଏବଂ ସୁନ୍ଦରଗଡ଼ରେ ସର୍ବନିମ୍ନ ତାପମାତ୍ରା ୧୬ ଡ଼ିଗ୍ରୀ ରେକର୍ଡ କରାଯାଇଛି।
Advertisment
ସେହିପରି କଟକରେ ୩୧.୬ ଡିଗ୍ରୀ ସେଲସିୟସ୍, ଭୁବନେଶ୍ୱରରେ ୩୩.୮ ଡ଼ିଗ୍ରୀ ସେଲସିୟସ୍ ତାପମାତ୍ରା ରେକର୍ଡ କରାଯାଇଛି । ସେପଟେ ଗତ ୨୪ ଘଣ୍ଟାରେ କଟକ ବାଙ୍କୀରେ ସର୍ବାଧିକ ୩୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)