/odishatv-khabar/media/post_attachments/uploadimage/library/16_9/16_9_0/Winter_1668224848.jpg)
Winter
ଶୀତରେ ଥରୁଛି ସାରା ରାଜ୍ୟ । ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଫଳରେ ଦୃଶ୍ୟମାନ ହେଉନି ରାସ୍ତା । ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ କହୁଛି, ଆଗାମୀ ୩ରୁ ୪ ଦିନ ଭିତରେ ପାରଦ ଆହୁରି ଖସିବ । ରାତି ପାରଦ ୩ରୁ ୪ ଡିଗ୍ରୀ ଯାଏଁ ତଳକୁ ଖସିବ ।
Advertisment
ପାହାଡ଼ି ଅଞ୍ଚଳ ଫୁଲବାଣୀରେ ଅସମ୍ଭାଳ ଥଣ୍ଡା ଅନୁଭୂତ ହେଉଛି । ରାଜ୍ୟରେ ଶୀତର ପ୍ରକୋପ ଆରମ୍ଭ ହୋଇଗଲାଣି। ପାହାନ୍ତିଆ ଓ ସନ୍ଧ୍ୟା ସମୟରେ ବେଶୀ ଶୀତ ଅନୁଭୂତ ହେଉଛି। ଏହା ସହ କିଛି ସ୍ଥାନରେ କୁହୁଡ଼ି ପଡୁଥିବା ଦେଖିବାକୁ ମିଳିଛି। ଶୀତରୁ ରକ୍ଷା ପାଇବା ଲାଗି ଲୋକେ ନିଆଁ ଜାଳି ବସି ରହୁଥିବା ବେଳେ ଆଉ କିଛି ଲୋକେ ପ୍ରାତଃ ଭ୍ରମଣ କରୁଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)