Advertisment

ବଢ଼ିବ ଶୀତ; ପାରଦ ୩ରୁ ୪ ଡିଗ୍ରୀ ଯାଏଁ ତଳକୁ ଖସିବ

ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ। ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ରାତିର ତାପମାତ୍ରା।

ଅଦ୍ୟତନ ହୋଇଛି
Winter

Winter

Advertisment

ଶୀତରେ ଥରୁଛି ସାରା ରାଜ୍ୟ । ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଫଳରେ ଦୃଶ୍ୟମାନ ହେଉନି ରାସ୍ତା । ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ କହୁଛି, ଆଗାମୀ ୩ରୁ ୪ ଦିନ ଭିତରେ ପାରଦ ଆହୁରି ଖସିବ । ରାତି ପାରଦ ୩ରୁ ୪ ଡିଗ୍ରୀ ଯାଏଁ ତଳକୁ ଖସିବ ।

Advertisment

ପାହାଡ଼ି ଅଞ୍ଚଳ ଫୁଲବାଣୀରେ ଅସମ୍ଭାଳ ଥଣ୍ଡା ଅନୁଭୂତ ହେଉଛି । ରାଜ୍ୟରେ ଶୀତର ପ୍ରକୋପ ଆରମ୍ଭ ହୋଇଗଲାଣି। ପାହାନ୍ତିଆ ଓ ସନ୍ଧ୍ୟା ସମୟରେ ବେଶୀ ଶୀତ ଅନୁଭୂତ ହେଉଛି। ଏହା ସହ କିଛି ସ୍ଥାନରେ କୁହୁଡ଼ି ପଡୁଥିବା ଦେଖିବାକୁ ମିଳିଛି। ଶୀତରୁ ରକ୍ଷା ପାଇବା ଲାଗି ଲୋକେ ନିଆଁ ଜାଳି ବସି ରହୁଥିବା ବେଳେ ଆଉ କିଛି ଲୋକେ ପ୍ରାତଃ ଭ୍ରମଣ କରୁଛନ୍ତି।

Cold Wave Winter
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ