/odishatv-khabar/media/post_attachments/uploadimage/library/16_9/16_9_0/Cold_Wave_1703904349.jpg)
Cold Wave
ଉତ୍ତରରୁ ଦକ୍ଷିଣ, ଉପକୂଳରୁ ପଶ୍ଚିମ ସବୁଠି ଲାଗୁଛି ଥଣ୍ଡା । ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ବଢିଥିଲେ ବି ଜାରି ରହିଛି ଶୀତ ଲହରୀ । ବଢ଼ୁଥିବା ଶୀତ ଲୋକଙ୍କ ଦିନଚର୍ଯ୍ୟାକୁ ବଦଳି ଦେଇଛି । ସକାଳୁ ଘରୁ ବାହାରିବା ମୁସକିଲ୍ ହୋଇପଡ଼ିଛି । କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ ସମେତ ଆଭ୍ୟନ୍ତରୀଣ ଜିଲ୍ଲାରେ ଶୀତ ଅଧିକ ଅନୂଭବ ହେଉଛି ।
Advertisment
ସେହିପରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ କୁହୁଡ଼ି ସତର୍କତା ଜାରି ହୋଇଛି । କଳାହାଣ୍ଡି, କନ୍ଧମାଳ, ରାୟଗଡା, କୋରାପୁଟ, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁହୁଡିର ସମ୍ଭାବନା ରହିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)