Advertisment

ପ୍ରବଳ ଶୀତ ! କୋରାପୁଟ-ସୁନ୍ଦରଗଡ଼ରେ ଘରୁ ବାହାରିବାକୁ ଡର ଲାଗୁଛି..

ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ବଢିଥିଲେ ବି ଜାରି ରହିଛି ଶୀତ ଲହରୀ ।

ଅଦ୍ୟତନ ହୋଇଛି
Cold Wave

Cold Wave

Advertisment

ଉତ୍ତରରୁ ଦକ୍ଷିଣ, ଉପକୂଳରୁ ପଶ୍ଚିମ ସବୁଠି ଲାଗୁଛି ଥଣ୍ଡା । ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ବଢିଥିଲେ ବି ଜାରି ରହିଛି ଶୀତ ଲହରୀ । ବଢ଼ୁଥିବା ଶୀତ ଲୋକଙ୍କ ଦିନଚର୍ଯ୍ୟାକୁ ବଦଳି ଦେଇଛି । ସକାଳୁ ଘରୁ ବାହାରିବା ମୁସକିଲ୍ ହୋଇପଡ଼ିଛି । କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ ସମେତ ଆଭ୍ୟନ୍ତରୀଣ ଜିଲ୍ଲାରେ ଶୀତ ଅଧିକ ଅନୂଭବ ହେଉଛି ।

Advertisment

ସେହିପରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ କୁହୁଡ଼ି ସତର୍କତା ଜାରି ହୋଇଛି । କଳାହାଣ୍ଡି, କନ୍ଧମାଳ, ରାୟଗଡା, କୋରାପୁଟ, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁହୁଡିର ସମ୍ଭାବନା ରହିଛି ।

Winter Update Fog Cold Wave
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ