Advertisment

ଆସନ୍ତା ୨ ଦିନ ବର୍ଷା, ଘଡ଼ଘଡ଼ି

୧୩ ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ, ଅରେଞ୍ଜ ଓ୍ୱାର୍ଣ୍ଣିଂ।

ଅଦ୍ୟତନ ହୋଇଛି
Lightening

Lightening

Advertisment

ରାଜ୍ୟରେ ଆସନ୍ତା ଦୁଇ ଦିନ ଯାଏଁ ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା। ଆଜି ଏବଂ ଆସନ୍ତାକାଲି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ। ଏଥିପାଇଁ ଆଜି ସକାଳ ଯାଏଁ ୬ ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିଲା।

Advertisment

ସେହିଭଳି ୧୩ ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ, ଅରେଞ୍ଜ ଓ୍ୱାର୍ଣ୍ଣିଂ। ଜାରି ହୋଇଥିବା ଜିଲ୍ଲା ମଧ୍ୟରେ ଅଛି- ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା।

Advertisment

ଏହି ୬ଟି ଜିଲ୍ଲାରେ ୫୦ରୁ ୬୦ କିମି ବେଗରେ ପବନ ସହ ଘଡ଼ଘଡ଼ି ଓ ବର୍ଷା ସମ୍ଭାବନା ରହିଛି। ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ୧୩ ଜିଲ୍ଲାରେ ୩୦ରୁ ୪୦ କିମି ପବନ ଓ ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ କରାଯାଇଛି।... 

Weather Forecast Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ