/odishatv-khabar/media/post_attachments/uploadimage/library/16_9/16_9_0/IMAGE_1681043406.jpg)
Heavy Rainfall
ଆଜି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବିଜୁଳି, ଘଡ଼ଘଡ଼ି ସହ ୪୦ରୁ ୫୦ କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ଆଲର୍ଟ କରିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି ।
Advertisment
ସେହିପରି ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି । ଗଜପତି, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା କୋରାପୁଟ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
-ଆଜି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
-ବିଜୁଳି, ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା#WeatherUpdate#Odisha#OTV#Source: Meteorological Centre, Bhubaneswar pic.twitter.com/Zo0brSK9i5— ଓଟିଭି (@otvkhabar) April 9, 2023
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)