Advertisment

୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ବିଜୁଳି, ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା

ବିଜୁଳି, ଘଡ଼ଘଡ଼ି ସହ ୪୦ରୁ ୫୦ କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି।

Heavy Rainfall

Heavy Rainfall

Advertisment

ଆଜି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବିଜୁଳି, ଘଡ଼ଘଡ଼ି ସହ ୪୦ରୁ ୫୦ କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ଆଲର୍ଟ କରିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି ।

Advertisment

ସେହିପରି ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି । ଗଜପତି, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା କୋରାପୁଟ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Advertisment

Weather Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ