ରାଜଙ୍କ ବିରୋଧରେ ଆସିଥିବା ପର୍ଣ୍ଣ ଫିଲ୍ମ ନିର୍ମାଣ, ପ୍ରସାରଣ ଅଭିଯୋଗ ରାକେଟ୍ ବିଷୟରେ ଶିଳ୍ପା ଅବଗତ ଥିଲେ କି ନାହିଁ, ସେ ସମ୍ପର୍କରେ ତାଙ୍କୁ ଜେରା କରାଯାଇଥିବା ସୂଚନା ମିଳିଛି। ଏପଟେ ଶିଳ୍ପା ରାଜଙ୍କ ଭିଆନ ଇଣ୍ଡଷ୍ଟ୍ରିଜ୍ ନିର୍ଦ୍ଦେଶକ ପଦରୁ କାହିଁକି ଇସ୍ତଫା ଦେଇଥିଲେ ତାର ବି ଯାଞ୍ଚ୍ କରୁଛି। More
୨୦୦୫ରେ ଗ୍ୟାଙ୍ଗଷ୍ଟର ସୁଲେମାନର ଭାଇ ଚୁନାକୁ ହତ୍ୟା କରି ଚର୍ଚ୍ଚାକୁ ଆସିଥିଲା ହାଇଦର। ସେହିବର୍ଷ ତାକୁ ନାଗପୁରରୁ ଗିରଫ କରିଥିଲା ପୋଲିସ। ଏହି ମାମଲାରେ ସେ ଆଜୀବନ ସଜ୍ଜା ପାଇଥିଲା। ହେଲେ ଜେଲରେ ରହି ବି ସବୁ ପ୍ରକାର ଅପରାଧ ଚଳାଇବାରେ ସଫଳ ହେଉଥିଲା ହାଇଦର। More
ପୋଲିସର ଓ୍ୱାର୍ଣ୍ଣିଂ ନମାନି ଖସି ଯିବାକୁ ଚେଷ୍ଟା କରିବାରୁ ହାଇଦରକୁ ଏନକାଉଣ୍ଟର କରିଥିଲେ ସୁରକ୍ଷାକର୍ମୀ। ଗୁଳି ସିଧା ଯାଇ ହାଇଦରର ପେଟରେ ବାଜିଥିଲା। ହାଇଦରକୁ ଗୋଟିଏ ହିଁ ଗୁଳି କରାଯାଇଥିଲା ବୋଲି କହିଛନ୍ତି ପୋଲିସ କମିଶନର। More
ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ଜାତୀୟ ହାର ତୁଳନାରେ ଆମ ରାଜ୍ୟରେ ସର୍ଭେ ରିପୋର୍ଟ ଭଲ ଅଛି। ବୟସ୍କ ଲୋକଙ୍କ ଶରୀରରେ ଅଧିକ ଆଣ୍ଟିବଡି ସୃଷ୍ଟି ହୋଇଛି। ଏବେ ରାଜ୍ୟର ସଂକ୍ରମଣ ହାର ୨ ଦଶମିକ ୪ ଥିଲେ ମଧ୍ୟ ଆମେ ବେଶି ଖୁସି ହେବା ଉଚିତ ନୁହେଁ। More
ପରିସ୍ରା ଯିବା ବାହାନାରେ ସେ ଖସି ପଳାଇବାକୁ ଉଦ୍ୟମ କରିଥିଲା। ଏହାସହ ସେ ପୋଲିସ୍ ପାଖରେ ଥିବା ବନ୍ଧୁକ ଛଡାଇବାକୁ ଚେଷ୍ଟା କରିଥିଲା। ଏହାପରେ ଜଣେ କନେଷ୍ଟେବଳ ତା ଉପରକୁ ଫାୟାରିଂ କରିଥିଲେ। More
କୋଭିଡ଼ ଆକ୍ରାନ୍ତ ହେବାରୁ ଚୌଦ୍ୱାର ଜେଲରେ ରଖାଯାଇଥିଲା। ଜେଲ ସ୍ଥାନାନ୍ତର ବେଳେ ଖସିଯିବାକୁ ଉଦ୍ୟମ କରୁଥିବାବେଳେ ଏନକାଉଣ୍ଟର ହୋଇଥିବା ସୂଚନା ମିଳିଥିଲା। More
ଏପ୍ରିଲ ୧୬ରେ ସିଆଇଏସ୍ସିଇ ଆଇସିଏସ୍ଇ ୧୦ମ ଓ ଆଇଏସ୍ସି ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଆଇସିଏସ୍ଇ ୧୦ମ ବୋର୍ଡ ଓ ଦ୍ୱାଦଶ ପରୀକ୍ଷା ବାତିଲା କରିଥିଲା। More
ଭୁବନେଶ୍ୱର କୁଆଖାଇ ନଦୀ ପଠାରୁ ଅଧାପୋତା ମୃତଦେହ ଉଦ୍ଧାର ଘଟଣାରେ ମୃତ ବ୍ୟକ୍ତିଙ୍କ ପରିଚୟ ଜାଣିବା ପାଇଁ ପୋଲିସ ପୋଷ୍ଟର ଜାରି କରିଛି। ମୃତ ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ପୋଷ୍ଟରରେ ମୃତକଙ୍କ ମୁହଁ ଓ ଜବତ ହୋଇଥିବା ଅନ୍ୟ ବସ୍ତୁର ଫଟୋ ରହିଛି। More
ଏସିଏଫ୍ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଏବେବି ରହସ୍ୟ ଘେର ଭିତରେ ଥିବାବେଳେ ଦିନକୁ ଦିନ ଗୋଟିଏ ପରେ ଗୋଟିଏ ଚାଞ୍ଚଲ୍ୟକର ଖୁଲାସା ହେଉଛି। More
ସ୍ୱାମୀ-ସ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଯାଜପୁର ଜିଲ୍ଲା କୋରେଇ ଥାନା ଅନ୍ତର୍ଗତ ଜୁଗଳ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି।ସ୍ୱାମୀ-ସ୍ତ୍ରୀ ଉଭୟ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। More
ଦିନକରେ ରାଜ୍ୟରେ ୧୮୬୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ସର୍ବାଧିକ ୪୯୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। More
କରୋନା ମହାମାରୀ ଭିତରେ ଖୋର୍ଦ୍ଧାବାସୀଙ୍କୁ ଡେଙ୍ଗୁ ଚିନ୍ତା ଘାରିଛି। ଦୁଇ ମାସ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨ଶହ ପାର୍ କରିଛି। More
ଜଗନ୍ନାଥ ସଂସ୍କୃତି ଗବେଷକ ଅସିତ୍ ମହାନ୍ତି ଅଭିଯୋଗ କରିଛନ୍ତି, ରାଜ୍ୟ ସରକାର ରସଗୋଲାର ପରିଚୟକୁ ବଳିଷ୍ଠ କରିବାକୁ ସେଭଳି ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରିନାହାଁନ୍ତି। More
ସୋନାଲି ମୋହିତଙ୍କ ଅଭିଯୋଗକୁ ମିଛ ବୋଲି କହିବା ସହ, ସେ ତାଙ୍କ ବିବାହ ପୂର୍ବର ଜୀବନ ଓ ଟାଟୁ ଆଦି ସବୁକଥା ଜାଣି ବିବାହ କରିଥିଲେ ବୋଲି କହିଛନ୍ତି। ଏଥିସହ ବିବାଦର ନୂଆ କାରଣ ବତାଇଛନ୍ତି ସୋନାଲି। More
ପ୍ରକାଶଥାଉକି- ସାହେବ-ବିବି ଓ ସାଜିସ୍ ମାମଲାରେ ଚର୍ଚ୍ଚାକୁ ଆସିଥିବା ଗୁରାଣ୍ଡି ଥାନା ଓଆଇସି ମମତା ପଣ୍ଡାଙ୍କୁ ପାରଳାଖେମୁଣ୍ଡି ପୋଲିସ ପଚରା ଉଚରା କରିଥିଲା। More
ଏମିତିରେ ପରିବାରରେ ଚୁଲି ଜଳିବା ମଧ୍ୟ ବହୁ କଷ୍ଟକର ହୋଇପଡୁଛି । ଆଉ ଦେହ ଖରାପ ହେଲେ ପେଟରେ ଓଦାକନା ପକାଇ ଭାଗ୍ୟକୁ ନିନ୍ଦିବା ଛଡା ଅନ୍ୟ ଉପାୟ ମଧ୍ୟ କିଛି ନାହିଁ । ସଂଧ୍ୟା ହେଲେ ଡିବିରି ଆଳୁଅରେ ପୁଅର ପାଠପଢା ଚାଲିଛି More
ହତ୍ୟା ଏବଂ ଅପରାଧିକ ଷଡ଼ଯନ୍ତ୍ର ଭଳି ସଂଗୀନ ଦଫାରେ ସଂପୃକ୍ତ ଡିଏଫ୍ଓଙ୍କୁ ପାଇଁ ବଢ଼ାଇ ଦିଆଯାଇଥିଲା ଅସମ୍ଭବ ସୁରକ୍ଷା। ତେବେ ଜଣେ ଅଭିଯୁକ୍ତଙ୍କୁ ଜେରା ପାଇଁ କାହିଁକି ଏତେ ସୁରକ୍ଷା, କିଛି ବୁଝିହେଉନଥିଲା। More