• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Saturday, 18 September 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Satyendu Shekher Mishra
  • 3 years ago

ଗୁପ୍ତଚରଙ୍କୁ ଘାଣ୍ଟିବ କ୍ରାଇମବ୍ରାଞ୍ଚ, ୭ଦିନ ଯାଏଁ କରିବ ମାରାଥନ୍ ଜେରା

ଚାନ୍ଦିପୁର ଗୁପ୍ତଚରଙ୍କୁ ଘାଣ୍ଟିବ କ୍ରାଇମବ୍ରାଞ୍ଚ । କଟକରେ କରିବ ମାରାଥନ୍ ଜେରା । ୭ଦିନ ଧରି ୫ ଜଣଙ୍କଠୁ ପ୍ରତିରକ୍ଷା ସମ୍ପର୍କିତ ତଥ୍ୟ ସଉଦାର ସତ୍ୟ ଉଗାଳିବ । ଏଥିପାଇଁ ବାଲେଶ୍ୱରରୁ କଡ଼ା ସୁରକ୍ଷା ଭିତରେ ସିଧାସଳଖ କଟକ ଧରି ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍ । More
  • Chandan Shishu
  • 3 years ago

କାଲି ଅନନ୍ତ ବାସୁଦେବ ମନ୍ଦିର ଆସିବା ମନା

ଶ୍ରୀ ଲିଙ୍ଗରାଜ ମନ୍ଦିରରେ ଥିବା ଅନନ୍ତ ବାସୁଦେବ ମନ୍ଦିରରେ ଅନନ୍ତବ୍ରତରେ ପୂଜାର୍ଚ୍ଚନା ପାଇଁ ପ୍ରବଳ ଭିଡ଼ ହୋଇଥାଏ। କୋଭିଡ୍ ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ ଅନନ୍ତ ବାସୁଦେବ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପୂଜାର୍ଚ୍ଚନା ଉପରେ କଟକଣା ଜାରି ହୋଇଛି। ବିଏମସି ପକ୍ଷରୁ କୁହାଯାଇଛି ଯେ, ଅନନ୍ତବ୍ରତ ପାଇଁ ଅନନ୍ତ ବାସୁଦେବ ମନ୍ଦିରରେ ବହୁ ସଂଖ୍ୟକ ଶ୍ରଦ୍ଧାଳୁଙ୍କ ଭିଡ଼ ହେବାର ସମ୍ଭାବନା ରହିଛି। More
  • Chandan Shishu
  • 3 years ago

ଇକ୍‌ମୋ ଚିକିତ୍ସାରେ ଶିଶୁକନ୍ୟାର ସଫଳ ଅସ୍ତ୍ରୋପଚାର

ଏମ୍‌ସର ଶିଶୁ ରୋଗ ବିଭାଗରେ ଭର୍ତ୍ତି କରାଯାଇଥିଲା। ସେଠାରେ ଶ୍ୱାସକ୍ରିୟାରେ ସମସ୍ୟା ଯୋଗୁଁ ଅକ୍ସିଜେନ୍ ସପୋର୍ଟ ଦିଆଯାଇଥିଲା। ତେବେ ଫୁସଫୁସ୍‌ରେ ଗଭୀର ସଂକ୍ରମଣ ସନ୍ଦେହ କରି ଏମ୍ସର ଏକ ବିଶେଷଜ୍ଞ ଡାକ୍ତର କମିଟି ଦ୍ୱାରା ଇକମୋ ଚିକିତ୍ସା କରାଯାଇଥିଲା। More
  • Satyendu Shekher Mishra
  • 3 years ago

ସାବଧାନ ! ଆପଣଙ୍କ ଅଜାଣତରେ ଆପଣଙ୍କ ମୋବାଇଲ୍ ନମ୍ବର ଚୋରି ହୋଇନାହିଁ ତ ?

ସାବଧାନ ! ଆପଣଙ୍କ ଅଜାଣତରେ ଆପଣଙ୍କ ମୋବାଇଲ୍ ନମ୍ବର ଚୋରି ହୋଇଯାଇ ନାହିଁ ତ ? ଆପଣଙ୍କ ମୋବାଇଲ୍ ନମ୍ବର ଗୋଟିଏ ଟେଲିକମ୍ କଂପାନୀରୁ ଅନ୍ୟ ଟେଲିକମ୍ କମ୍ପାନୀରେ ପଞ୍ଜୀକୃତ ହୋଇନି ତ ? More
  • Chandan Shishu
  • 3 years ago

ବେଡରୁମ୍‌ର ଭିଡିଓ ଭାଇରାଲ କରିଦେଲା ବ୍ୟାଡ୍‌ ବଏ !

ଯୁବତୀ ଜଣକ ପ୍ରଥମେ ଏ ସମ୍ପର୍କରେ ଜାଣିନଥିଲେ। ଆଉ ଯେତେବେଳେ ଜାଣିଲେ, ସେତେବେଳେ ଯୁବତୀ ଜଣକ ନିଜ ମୋବାଇଲ ମାଗିଥିଲେ। ମାତ୍ର ଜୁନେସ୍‌ ତାଙ୍କୁ ମୋବାଇଲ ଦେଇନଥିଲେ। ସାଥୀରେ ସେହି ମୋବାଇଲ୍‌କୁ ଧରି ପଳାଇ ଆସିଲା। ପରବର୍ତ୍ତୀ ସେହି ଭିଡିଓ ଦେଖାଇ ଯୁବତୀଙ୍କ ସହିତ ଶାରୀରିକ ସମ୍ପର୍କ ରଖିବାକୁ ଚାହିଁଥିଲା ଜୁନେସ। More
  • Chandan Shishu
  • 3 years ago

ଦିଅରଙ୍କ ଶୁଦ୍ଧିକ୍ରିୟା ପାଇଁ ଭିକ ମାଗୁଛନ୍ତି ଦୁଇ ଭାଉଜ

ଏଭଳି ଦାରୁଣ ଦୁଃଖ ସାଙ୍ଗକୁ ମାସାଧିକ କାଳ ଘରେ କେହି ରୋଜଗାରିଆ ନଥିବାରୁ, ପରିବାର ଭୋକ ଉପାସରେ ରହୁଛନ୍ତି। ଏଭଳି ସ୍ଥିତିରେ ମୃତ ରବୀନ୍ଦ୍ରଙ୍କ ଶୁଦ୍ଧିକ୍ରିୟା ପାଇଁ ଘରର ମହିଳା ଓ ଶିଶୁଙ୍କୁ ଭିକ୍ଷାବୃତ୍ତି ଆପଣେଇବାକୁ ପଡ଼ିଛି। More
  • Chandan Shishu
  • 3 years ago

ଆଉ ନାହାଁନ୍ତି ବରିଷ୍ଠ ସାହିତ୍ୟିକା ମନୋରମା ମହାପାତ୍ର

ମନୋରମା ମହାପାତ୍ର ଏକାଧାରରେ ଜଣେ କବୟିତ୍ରୀ, ଲେଖିକା, ସ୍ତମ୍ଭକାର, ସାମ୍ବାଦିକା ଓ ଅବସରପ୍ରାପ୍ତ ଅଧ୍ୟାପିକା ଥିଲେ। ୧୯୩୪ ମସିହା ଜୁନ୍‌୧୦ ତାରିଖରେ କଟକ ଆଠଗଡ ରାଧାଥପୁର ଶାସନରେ ସେ ଜନ୍ମଗ୍ରହଣ କରିଥିଲେ। ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କର ସେ ଝିଅ ଥିଲେ। More
  • Chandan Shishu
  • 3 years ago

ମିଛ ଧରା ପରୀକ୍ଷା ଦେଲେ ଡିଏଫ୍‌ଓ: କ୍ରାଇମବ୍ରାଞ୍ଚ୍ ଉପରେ ଭରସା ନଥିବା କହିଲେ ସୌମ୍ୟଙ୍କ ପରିବାର

ପୂର୍ବରୁ ହୋଇଥିବା ଦୁଇ ଦୁଇ ଥର ଜେରାରେ ଉଭୟେ କେତେ ସତ କହିଛନ୍ତି, କେତେ ସତ ଢୋକିଛନ୍ତି, ସେସବୁ ଧରିବାକୁ ଦୁହିଁଙ୍କର ଅଲଗା ହୋଇଥିଲା ଲାଇଡିଟେକ୍ସନ୍ ଟେଷ୍ଟ। ପାଖାପାଖି ୩ ଘଣ୍ଟାର ପରୀକ୍ଷା କୁହାଯାଉଛି, ଏହି ସମୟରେ ପୂର୍ବରୁ ପ୍ରସ୍ତୁତ ପ୍ରଶ୍ନାବଳୀ ଆଧାରରେ ଡିଏଫ୍ଓଙ୍କୁ ଗୋଳେଇ, ଘାଣ୍ଟି ଶହେରୁ ଅଧିକ ପ୍ରଶ୍ନ ପଚାରିଥିଲେ। More
  • Chandan Shishu
  • 3 years ago

୨୦ରୁ ୟୁଜି କ୍ଲାସରୁମ୍ ପାଠପଢ଼ା

କରୋନା ପ୍ରକୋପ ଧୀରେଧୀରେ ନିୟନ୍ତ୍ରଣକୁ ଆସୁଥିବାରୁ ରାଜ୍ୟରେ ଗୋଟିଏ ପରେ ଗୋଟିଏ ଶିକ୍ଷାନୁଷ୍ଠାନ ଖୋଲିବା ଦିଗରେ ପଦକ୍ଷେପ ନିଆଯାଉଛି। ଗତ ଜୁଲାଇ  ମାସରେ ଦଶମ, ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍‌ ପାଠପଢ଼ା ଆରମ୍ଭ ହୋଇଥିବା ବେଳେ ଅଗଷ୍ଟ ୯ ତାରିଖରୁ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିଛି।  More
  • Chandan Shishu
  • 3 years ago

ଓଡ଼ିଶା ସିଟିଜେନ୍ସ ଆୱାର୍ଡ ପାଇଁ ଚୂଡ଼ାନ୍ତ ପର୍ଯ୍ୟାୟ ଜୁରୀ ବୈଠକ

ପୂର୍ବରୁ ପ୍ରଥମ ପର୍ଯ୍ୟାୟ ଜୁରୀ ବୈଠକରେ ସମସ୍ତ ୯ଟି ବର୍ଗରୁ ମନୋନୀତ ହୋଇଥିବା ବ୍ୟକ୍ତି ବିଶେଷଙ୍କ ମଧ୍ୟରୁ ୪ଜଣ ଲେଖାଏଁଙ୍କୁ ସର୍ଟଲିଷ୍ଟ କରାଯାଇଥିଲା। ଏବେ ଅନଲାଇନ୍ ଭୋଟିଂ ମାଧ୍ୟମରେ ଲୋକଙ୍କଠାରୁ ମତାମତ ଲୋଡାଯିବ। More
  • Satyendu Shekher Mishra
  • 3 years ago

ଭର୍ତ୍ତୃହରିଙ୍କ ମନ୍ତବ୍ୟକୁ ସୁବାସ ସିଂହଙ୍କ ସମାଲୋଚନା

କଟକରେ ମା’ ଦୁର୍ଗାଙ୍କ ମୂର୍ତ୍ତୀ ଉଚ୍ଚତାକୁ ନେଇ ବଢ଼ିବାରେ ଲାଗିଛି ବିବାଦ । ଏହି ପ୍ରସଙ୍ଗରେ ସାଂସଦ ଭର୍ତ୍ତୃହରି ମହତାବଙ୍କ ମନ୍ତବ୍ୟକୁ ସୁବାସ ସିଂହ ସମାଲୋଚନା କରିଛନ୍ତି । ପ୍ରଥମେ ଦେବାଶିଷ ସାମନ୍ତରାୟ ଭର୍ତ୍ତୃହରି ମହତାବଙ୍କ ମନ୍ତବ୍ୟକୁ ନେଇ ସମାଲୋଚନା କରିଥିବା ବେଳେ ଏବେ ସୁବାସ ସିଂହ ମଧ୍ୟ ବିରୋଧ କରିଛନ୍ତି । More
  • Satyendu Shekher Mishra
  • 3 years ago

DFOଙ୍କ ଲାଇ ଡିଟେକ୍ସନ ଟେଷ୍ଟ, ପଚରାଗଲା ୧୦୦ ପ୍ରଶ୍ନ

ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ମାମଲାରେ DFOଙ୍କ ଲାଇ ଡିଟେକ୍ସନ ଟେଷ୍ଟ । ଭୁବନେଶ୍ୱର ଫୋରେନସିକ ଲ୍ୟାବରେ ତାଙ୍କର ଲାଇ ଡିଟେକ୍ସନ ଟେଷ୍ଟ କରାଯାଇଛି । More
  • Satyendu Shekher Mishra
  • 3 years ago

ACF ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ଘଟଣା,DFOଙ୍କ ଲାଇ ଡିଟେକ୍ସନ ଟେଷ୍ଟ

ପାରଳାଖେମୁଣ୍ଡି ACF ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ଘଟଣା । DFOଙ୍କ ଲାଇ ଡିଟେକ୍ସନ ଟେଷ୍ଟ । ଭୁବନେଶ୍ୱର ଫରେନସିକ ଲ୍ୟାବରେ କରାଯାଇଛି ଲାଇ ଡିଟେକ୍ସନ ଟେଷ୍ଟ । ପ୍ରାୟ ୩ ଘଣ୍ଟା କାଳ ଟେଷ୍ଟରେ ଶହେ ପ୍ରଶ୍ନ ପଚରା ଯାଇଥିବା ସୂଚନା । ଲାଇ ଡିଟେକ୍ସନ ଟେଷ୍ଟ ନେଇ ବିଶ୍ୱସ୍ତ ସୂତ୍ରରୁ ମିଳିଲା ସୂଚନା ।

  • Rajalaxmi Sahoo
  • 3 years ago

ଭୁବନେଶ୍ୱରର ଏକ ବାର୍‌ରେ ପୋଲିସ୍‌ର ଚଢାଉ

ରାଜଧାନୀ ଭୁବନେଶ୍ୱରର ଏକ ବାର୍‌ରେ ପୋଲିସ୍‌ର ଚଢାଉ। ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥିବା ଏମ୍ବାସି ବାର୍‌ରେ ପୋଲିସ ଚଢାଉ କରିଛି। ୨ ଜଣ ମାଲିକଙ୍କ ସମେତ ୪ଜଣଙ୍କୁ ଅଟକ ରଖିଛି ଚନ୍ଦ୍ରଶେଖରପୁର ଥାନା ପୋଲିସ। ଗତକାଲି ରାତିରେ କୋଭିଡ୍ ଗାଇଡ୍ ଲାଇନ୍ ଉଲ୍ଲଂଘନ ଅଭିଯୋଗରେ ଏହି ଚଢାଉ ହୋଇଥିବା ସୂଚନା ମିଳିଛି। 

  • Rajalaxmi Sahoo
  • 3 years ago

ରେଳ କୌଶଳ ବିକାଶ ଯୋଜନାର ଉଦ୍‌ଘାଟିତ

କେନ୍ଦ୍ର ରେଳ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନୂଆଦିଲ୍ଲୀରୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଦକ୍ଷତା ବିକାଶ ଯୋଜନା ଅଧୀନରେ ରେଳ କୌଶଳ ବିକାଶ ଯୋଜନାର ଉଦଘାଟନ କରିଛନ୍ତି। ଅନୁଗୁଳ ଇଲେକ୍ଟ୍ରିକ ଲୋକୋସେଡ୍ଠାରେ ଉଦଘାଟିତ ତାଲିମ କାର୍ଯ୍ୟକ୍ରମ ଅବସରରେ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଏହି ଯୋଜନାରେ ସର୍ବନିମ୍ନ ୧୮ରୁ ୩୫ ବର୍ଷ ବୟସରେ ମାଟ୍ରିକ୍ ପାସ୍ ବେକାର ଯୁବକମାନଙ୍କୁ ଦକ୍ଷତା ବିକାଶ ପାଇଁ ମାଗଣା ତାଲିମ ଦିଆଯିବାର ବ୍ୟବସ୍ଥା ରହିଛି। ପ୍ରଶିକ୍ଷଣ ପରେ ଛାତ୍ରଛାତ୍ରୀଙ୍କୁ ରେଲ୍‌ୱେ ପକ୍ଷରୁ ସାର୍ଟିଫିକେଟ ପ୍ରଦାନ କରାଯିବ।  ପୂର୍ବତଟ ରେଳପଥ ପକ୍ଷରୁ ପ୍ରାୟ ୨ ହଜାର ୫ଶହ ଯୁବକଙ୍କୁ ତାଲିମ ପ୍ରଦାନ ପାଇଁ ଯୋଜନା ରହିଛି।  ଏହି ଅବସରରେ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରଶିକ୍ଷାର୍ଥୀଙ୍କ ସହ ଭିଡିଓ କନ୍‌ଫରେନ୍ସରେ କଥା ହୋଇଥିଲେ। 

  • Rajalaxmi Sahoo
  • 3 years ago

‘ଆଗାମୀ ୩ ମାସ ଆମକୁ ସଚେତନ ରହିବାକୁ ପଡ଼ିବ’

ଆଗାମୀ ୩ ମାସ ଆମକୁ ସଚେତନ ରହିବାକୁ ପଡ଼ିବ। ସତର୍କ ନ ହେଲେ ଆଗକୁ କରୋନା ସଂକ୍ରମଣ ବଢ଼ିବ ବୋଲି ଚେତାଇ ଦେଇଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ଏବେ ରାଜ୍ୟରେ କରୋନା ସଂକ୍ରମଣ ସ୍ଥିର ରହିଛି, ତେଣୁ ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା କମିଛି। ଆମ ରାଜ୍ୟରେ ହାରାହାରି ୫ ଶହରୁ ୬ ଶହ ଭିତରେ ସଂକ୍ରମଣ ରହୁଛି। ଅନ୍ୟ ସ୍ଥାନ ଅପେକ୍ଷା ଟ୍ୱିନ୍‌ସିଟି ଭୁବନେଶ୍ୱର ଓ କଟକରେ ସଂକ୍ରମଣ ଅଧିକ ରହୁଛି। ରାଜ୍ୟର ସବୁ ବଡ଼ ବଡ ହସ୍ପିଟାଲ ଏହି ସହରରେ ଥିବାରୁ ରୋଗୀ ସଂଖ୍ୟା ଅଧତ୍କ ରହୁଛି। ବର୍ତ୍ତମାନ ସବୁ ହସ୍ପିଟାଲରେ RT-PCR ଟେଷ୍ଟ ବାଧ୍ୟତାମୂଳକ କରାଯାଇଥିବା ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।   

  • Rajalaxmi Sahoo
  • 3 years ago

ପ୍ରବଳ ବର୍ଷା ସମ୍ଭାବନା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। More

  • Rajalaxmi Sahoo
  • 3 years ago

ଜେଲ୍‌ରୁ ପାରୋଲରେ ଆସିଥିବା କଏଦୀଙ୍କ ଆତ୍ମହତ୍ୟା !

ଜେଲ୍‌ରୁ ପାରୋଲରେ ଆସିଥିବା ଜଣେ କଏଦୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ୧୨ ବର୍ଷ ଜେଲ୍‌ରେ ରହିବା ପରେ ସେ ୪ ମାସ ପାଇଁ ପାରୋଲରେ ଆସିଥିଲେ। More

  • Rajalaxmi Sahoo
  • 3 years ago

ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହେଉଛି ସୁନିଆଁ ପର୍ବ

ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହେଉଛି ସୁନିଆଁ ପର୍ବ। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ୧୪୨୯ ସାଲ ୬୪ ଅଙ୍କର ପ୍ରବେଶ। ଏହି ଅବସରରେ ଆଜି ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେଉଛି ସୁନିଆଁ ଉତ୍ସବ। More

  • Rajalaxmi Sahoo
  • 3 years ago

DRDOରୁ ତଥ୍ୟ ଲିକ୍ ମାମଲା: ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବା ପାଇଁ ମିଳିଲା ଅନୁମତି

ଚାନ୍ଦିପୁର DRDOରୁ ତଥ୍ୟ ଲିକ୍ ଅଭିଯୋଗ ମାମଲାରେ ୫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ୍। ସମସ୍ତ ଅଭିଯୁକ୍ତଙ୍କୁ ୭ ଦିନିଆ ରିମାଣ୍ଡରେ ନେବାକୁ ହୋଇଥିବା ଆବେଦନକୁ ବାଲେଶ୍ୱର SDJM କୋର୍ଟ ଅନୁମତି ଦେଇଛନ୍ତି। More

  • Rajalaxmi Sahoo
  • 3 years ago

ରାଜଧାନୀରେ ଚାଞ୍ଚଲ୍ୟ: କଲ୍ୟାଣ ମଣ୍ଡପ ରୁମ୍‌ ଭିତରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ସୁଇସାଇଡ୍‌ ନୋଟ୍‌ ଜବତ

ଭୁବନେଶ୍ୱରରେ ଏକ କଲ୍ୟାଣ ମଣ୍ଡପର ରୁମ୍‌ ଭିତରୁ ଜଣେ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ଜଣାପଡ଼ି ନଥିବାବେଳେ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି।   More

  • Prangyan Parimita
  • 3 years ago

ସାବାସ୍ ରାଜେଶ୍ ! ଷ୍ଟାଇପେଣ୍ଡ ଟଙ୍କାରେ ନିଜ ଅଞ୍ଚଳର ପିଲାଙ୍କୁ ପାଠ ପଢାଉଛନ୍ତି M.Phil ଛାତ୍ର

କୋଭିଡ଼ କଟକଣା ପାଇଁ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକ ବନ୍ଦ ରହିଥିବା ବେଳେ କେବଳ ୯ ଏବଂ ୧୦ମ ଶ୍ରେଣୀର ପିଲାମାନେ ସ୍କୁଲ ଯାଉଛନ୍ତି । ଏଭଳି ସ୍ଥିତିରେ ପଛୁଆ ଗାଁରେ ଶିକ୍ଷାର ଦୂତ ହୋଇ ଗାଁ ପିଲାଙ୍କ ନିକଟରେ ଛିଡ଼ା ହୋଇଛନ୍ତି ରାଜେଶ । ନିଜ ଘର ବାରଣ୍ଡାରେ ସ୍କୁଲ ଛାତ୍ର ଛାତ୍ରୀ ମାନଙ୍କୁ ବସାଇ ପାଠ ପଢାଉଛନ୍ତି । More

  • Rajalaxmi Sahoo
  • 3 years ago

ମହାନଦୀରେ ଟଲିଲା ବନ୍ୟା ଆଶଙ୍କା

ମହାନଦୀରେ ଟଲିଲା ବନ୍ୟା ଆଶଙ୍କା। ମହାନଦୀରେ ଜଳସ୍ତର କମିବା ପରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ଟଳିଛି। କେବଳ ଛୋଟରୁ ସାମାନ୍ୟ ଧରଣର ବନ୍ୟା ହୋଇପାରେ। ହେଲେ ଏଥିରେ କୌଣସି ବିପଦ ନଥିବା ଜଳ ସମ୍ପଦ ବିଭାଗର ସବୋର୍ଚ୍ଚ ଯନ୍ତ୍ରୀ ଧୀରେନ ସାମଲ କହିଛନ୍ତି। More

  • Pallipuspa Samal
  • 3 years ago

ଘରେ ପ୍ରସ୍ତୁତ କରନ୍ତୁ ‘ମଟନ୍ ବେସର’

ଆଜି ଆମେ ଆପଣଙ୍କୁ ମଟନର ଏକ ନୂଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ମଟନ୍ ବେସର’ । ଏହି ରେସିପିଟିକୁ ଆପଣ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ। ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା । More

  • Rajalaxmi Sahoo
  • 3 years ago

୨୪ ଘଣ୍ଟାରେ ରାଜ୍ୟରେ ୬୯୫ କରୋନା ସଂକ୍ରମିତ ଚିହ୍ନଟ, ଆଖି ବୁଜିଲେ ଆଉ ୬ ଆକ୍ରାନ୍ତ

ରାଜ୍ୟରେ ୨୪ ଘଣ୍ଟାରେ ୬୯୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୮୩ ଜଣ ଆକ୍ରାନ୍ତ ଅଛନ୍ତି। କ୍ୱାରେଣ୍ଟିନରୁ ୪୦୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୨୯୪ ରହିଛି। More

  • Rajalaxmi Sahoo
  • 3 years ago

ପାହାଡ଼ରେ ଚାଲିଛି ବ୍ଲାଷ୍ଟିଂ: ଫାଟୁଛି ଘର, ଭୟଭୀତ ଲୋକେ

ଦିନେ ସବୁଜ ବନାନୀରେ ଭରପୁର ଥିବା ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ୍‌ ଅନ୍ତର୍ଗତ ବାଘୁଆପଲ୍ଲୀ ନିକଟ କାଶିଆ ପାହାଡ଼ ଏବେ ଲଣ୍ଡା ପାହାଡ଼ରେ ପରିଣତ ହେଲାଣି। ଦିନ ରାତି ଏଠାରେ ହେଉଛି ବ୍ଲାଷ୍ଟିଂ। ଆଉ ଫାଇଦା ଉଠାଉଛନ୍ତି ଏଠାରେ ଥିବା କ୍ରସର। More

  • Sarbeswar
  • 3 years ago

ମହାନଦୀରେ ଛୋଟ ଧରଣର ବନ୍ୟା ଆଶଙ୍କା: ୬ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ

ତେବେ ମହାନଦୀରେ ଜଳସ୍ତର କମିଛି କିନ୍ତୁ ସୁବର୍ଣ୍ଣରେଖା ଓ ଜଳକାରେ ବଢ଼ୁଛି ପାଣି । ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର। ଫଳରେ ତଳ ଅଞ୍ଚଳରେ ଥିବା ଲୋକଙ୍କ ଦୁର୍ଦ୍ଦଶା ବଢ଼ିଛି। ରାସ୍ତା ଉପରେ ପାଣି ଚାଲୁଥିବାରୁ ଲୋକେ ଡଙ୍ଗା ବ୍ୟବହାର କରୁଛନ୍ତି । More

  • Sarbeswar
  • 3 years ago

୨୧ ପର୍ଯ୍ୟନ୍ତ ପ୍ରବଳ କାଚିବ: ୧୬ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

ପୂର୍ବ-କେନ୍ଦ୍ର ବଙ୍ଗୋପସାଗର ଓ ମିଆଁମାର ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ପୁଣି ବର୍ଷା ଆରମ୍ଭ ହୋଇଛି। ଆଜି ସକାଳ ସାଢ଼େ ୮ଟାଠାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉତ୍ତର, ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ସହ କେତେକ ସ୍ଥାନରେ ପ୍ରବଳ ବର୍ଷା ପାଇଁ ସତର୍କ ରହିବାକୁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। More

  • Sarbeswar
  • 3 years ago

କାଲିଠୁ ପୁଣି ପ୍ରବଳ ବର୍ଷିବ: ସତର୍କ ରହିବାକୁ SRC ଦେଲେ ପରାମର୍ଶ

ପୂର୍ବ-କେନ୍ଦ୍ର ବଙ୍ଗୋପସାଗର ଓ ମିଆଁମାର ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ଆଜିଠୁ ପୁଣି ବର୍ଷା ଆରମ୍ଭ ହୋଇଛି। ତେବେ ପ୍ରଭାବରେ ଆସନ୍ତାକାଲି ସକାଳ ସାଢ଼େ ୮ଟାଠାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉତ୍ତର, ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ସହ କେତେକ ସ୍ଥାନରେ ପ୍ରବଳ ବର୍ଷା ପାଇଁ ସତର୍କ ରହିବାକୁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। More

  • Pramod Behera
  • 3 years ago

ଗୁଇନ୍ଦାଗିରିରେ ସୀମିତ ନାହିଁ ହନି ଟ୍ରାପ୍; ଚୋରି, ଠକେଇରେ ବ୍ୟବହୃତ

ଆଗରୁ କେବଳ ଗୁଇନ୍ଦାଗିରିରେ ସୀମିତ ଥିଲା ହନି ଟ୍ରାପ୍। ଏବେ ଚୋରି, ଠକେଇ ଏବଂ ଅନ୍ୟ ଅପରାଧ ପାଇଁ ବ୍ୟବହାର ହେଲାଣି ଏହି ଟ୍ରିକ୍। ଘରେ ବସି ସୁନ୍ଦରୀ ଯୁବତୀଙ୍କ ସହାୟତାରେ କୋଟି କୋଟି ଟଙ୍କା ଚୂନ ଲଗାଇବାରେ ହନି ଟ୍ରାପକୁ ବହୁଳ ବ୍ୟବହାର ସାମ୍ନାକୁ ଆସୁଛି। ଯାହା ଅପରାଧ ନିୟନ୍ତ୍ରଣ କ୍ଷେତ୍ରରେ ପୋଲିସ ପାଇଁ ସାଜିବାକୁ ଯାଉଛି ବଡ଼ ଚ୍ୟାଲେଞ୍ଜ୍। More

  • Sarbeswar
  • 3 years ago

ସ୍କୁଲ ବନ୍ଦ ହେବା ପରେ ପାଠ ଭୁଲିଗଲେଣି ପିଲା। ଚିନ୍ତାରେ ଅଭିଭାବକ

ପ୍ରାଥମିକ ଓ ଅଙ୍ଗନବାଡ଼ି ସ୍କୁଲ ବନ୍ଦ ଯୋଗୁଁ ପ୍ରଭାବିତ ହୋଇଛି ଶିଶୁଙ୍କ ପାଠପଢ଼ା । ଏମିତିକି ଅନେକ ପିଲା ଅଙ୍ଗନବାଡି ଶିକ୍ଷା ସାରିଥିଲେ ମଧ୍ୟ ପ୍ରଥମ ଶ୍ରେଣୀ ନାଁ ଲେଖାଇ ପାରିନାହାନ୍ତି। ଯାହାକୁ ନେଇ ଚିନ୍ତାରେ ଅଭିଭାବକ ଅଛନ୍ତି More

  • Sarbeswar
  • 3 years ago

ମୂର୍ତ୍ତି ବିବାଦ: ହାଇକୋର୍ଟ ମନା କଲେ, ସୁପ୍ରିମକୋର୍ଟ ଯିବ କି ପୂଜା କମିଟି?

ନିର୍ଣ୍ଣାୟକ ମୋଡ଼ରେ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବୃଦ୍ଧି ବିବାଦ। ବାଲୁବଜାର ପୂଜା କମିଟି ପକ୍ଷରୁ ଉଚ୍ଚତା ବୃଦ୍ଧି ଦାବି ନେଇ ହୋଇଥିବା ମାମଲାକୁ ହାଇକୋର୍ଟ ଆଜି ଖାରଜ କରିଦେଇଛନ୍ତି। ଏଥିସହ ସ୍ପଷ୍ଟ କରିଛନ୍ତି ୟେ ମହାମାରୀ ସମୟରେ ସରକାରୀ ନିଷ୍ପତ୍ତିରେ ହସ୍ତକ୍ଷେପ କରି ହେବନି। More

  • Sarbeswar
  • 3 years ago

କେତେ ସୁରକ୍ଷିତ ଆମ କ୍ଷେପଣାସ୍ତ୍ର ଘାଟି ?

ଚାନ୍ଦିପୁର ପ୍ରତିରକ୍ଷା ଗବେଷଣା ପ୍ରତିଷ୍ଠାନର ଗୁପ୍ତ ତଥ୍ୟ ପ୍ରଘଟ ମାମଲାରେ ୫ ଜଣ ଜେଲ୍ ଯିବା ପରେ ଏବେ ପ୍ରଶ୍ନ କେତେ ସୁରକ୍ଷିତ ଏ କ୍ଷେପଣାସ୍ତ୍ର ଘାଟି। ଖାଲି ଏଇଠୁ ତଥ୍ୟ ଲିକ୍ ହୋଇଛି ନା ପଡ଼ୋଶୀ ଜିଲ୍ଲାର ହ୍ୱିଲର ଦ୍ୱୀପରେ ବି ଏଭଳି ଚାଲୁଛି। More