• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Friday, 05 November 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Sarbeswar
  • 3 years ago

ପୁଣି ଦଳ ବଦଳାଇଲେ ପୂର୍ବତନ ବିଧାୟକ ଧନୁର୍ଜୟ ସିଧୁ

୨୦୧୯ ସାଧାରଣ ନିର୍ବାଚନରେ କେନ୍ଦୁଝର ଜିଲ୍ଲା ତେଲକୋଇ ନିର୍ବାଚନ ମଣ୍ଡଳୀରେ ଭାରତୀୟ ଜନତା ପାର୍ଟି ର ବିଧାୟକ ପ୍ରାଥୀ ଧନୁର୍ଜୟ ସିଧୁ ବିଜେପିରୁ ଇସ୍ତଫା ଦେଇଛନ୍ତି । More
  • Sarbeswar
  • 3 years ago

ଦିନେ ଗଂଜେଇ ଚାଷ କରୁଥିଲେ ଆଉ ଆଜି କରୁଛନ୍ତି ପରିବା....

ଦିନେ ଗଂଜେଇ ଚାଷ କରୁଥିଲେ, ଏବେ ବିଭିନ୍ନ ପ୍ରକାର ଚାଷ କରି ଇନିଜ ପରିବାରର କରୁଛନ୍ତି ପ୍ରତିପୋଷଣ More
  • Sarbeswar
  • 3 years ago

ପ୍ଲସ ଟୁ ଅଫଲାଇନ୍ ଫଳ ପ୍ରକାଶନ ଭୁଲିଗଲା କି ସିଏଚ୍ଏସ୍ଇ?

ପରୀକ୍ଷା ସରିବାର ମାସେ ଧରିବାକୁ ବସିଲାଣି ରେଜଲ୍ଟ ବାହାରିବାର ସୋର ଶବ୍ଦ ନାହିଁ। ତାଙ୍କରି ସାଙ୍ଗର ପିଲା ଆଡମିଶନ୍ କରି କ୍ଲାସ୍ କଲେଣି। ହେଲେ ଏମାନେ ଏବେବି ରେଜଲ୍ଟକୁ ଚାହିଁ ଘରେ ବସିଛନ୍ତି More
  • Sarbeswar
  • 3 years ago

ପ୍ରତିଦିନ ମମିତାଙ୍କୁ ନେଇ ସାମ୍ନାକୁ ଆସୁଛି ନୂଆ ନୂଆ ତଥ୍ୟ। ସେପଟେ ମନ୍ତ୍ରୀଙ୍କ ହୋମ ଗ୍ରାଉଣ୍ଡରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିବାକୁ ସଜ ହେଲେଣି ବିଜେପି ଓ କଂଗ୍ରେସ

ପ୍ରତିଦିନ ମମିତାଙ୍କୁ ନେଇ ସାମ୍ନାକୁ ଆସୁଛି ନୂଆ ନୂଆ ତଥ୍ୟ। ସେପଟେ ମନ୍ତ୍ରୀଙ୍କ ହୋମ ଗ୍ରାଉଣ୍ଡରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିବାକୁ ସଜ ହେଲେଣି ବିଜେପି ଓ କଂଗ୍ରେସ More
  • Sarbeswar
  • 3 years ago

ତେଲ ଦର ତ କମିଲା : ଅତ୍ୟାବଶ୍ୟକ ସାମଗ୍ରୀର ଦର କମିବ କେବେ?

ପରିବହନ ସଂସ୍ଥାଙ୍କ ଯୁକ୍ତି ହେଲା, ଡିଜେଲ ଦର କମିବା ଦ୍ୱାରା ମାର୍କେଟ ଉପରେ ଏହାର ତତକ୍ଷଣାତ୍ ପ୍ରଭାବ ପଡିବା ସମ୍ଭାବନା କମ୍। କାରଣ ପରିବହନ ସଂସ୍ଥା ବାର୍ଷିକ ଚୁକ୍ତିଭିତ୍ତିରେ ଗାଡ଼ି ନିଅନ୍ତି More
  • Sarbeswar
  • 3 years ago

ପଞ୍ଚାୟତ ନିର୍ବାଚନ: କାଲି ବସିବ ସର୍ବଦଳୀୟ ବୈଠକ

ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ। କଂଗ୍ରେସ ନେତା ସୁଦର୍ଶନ ଦାସ କହିଲେ ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ମାଟିରେ ମିଶାଇ ଦେଇଛନ୍ତି ରାଜ୍ୟ ସରକାର More
  • Prangyan Parimita
  • 3 years ago

ଝୁରି ହେଉଛି ମା’ ! ପାଞ୍ଚ ବର୍ଷ ପୂର୍ବରୁ ପୁଅକୁ ମାରିଦେଇଥିଲେ, ହେଲେ ଆଜି ପର୍ଯ୍ୟନ୍ତ ଧରାପଡ଼ିନି ଅଭିଯୁକ୍ତ

୨୦୧୬ ମସିହା ନଭେମ୍ବର ୫ ରେ କୁଜଙ୍ଗ ଥାନା ପଙ୍କପାଳ ଠାରେ ଥିବା ସରକାରୀ ଠିପି ବନ୍ଦ ମଦ ଦୋକାନ ସେଲ୍ସମ୍ୟାନ୍ ଙ୍କୁ ଜୀଅନ୍ତା ପୋଡି ହତ୍ୟା କରାଯାଇଥିଲା । More
  • Otv Khabar Bureau
  • 3 years ago

ତାମିଲନାଡୁ ଠାରୁ ମାତ୍ର ଗୋଟିଏ ରନ୍‌ରେ ହାରିଲା ଓଡ଼ିଶା

ସୟଦ ମୁସ୍ତାକ ଅଲ୍ଲୀ ଟି-ଟ୍ୱେଣ୍ଟି କ୍ରିକେଟର ଦ୍ୱିତୀୟ ମ୍ୟାଚରେ ତାମିଲନାଡୁ ଠାରୁ ହାରିଲା ଓଡ଼ିଶା। ପ୍ରଥମ ମ୍ୟାଚରେ ସଂଘର୍ଷ କରି ଜିତିବା ପରେ ଏବେ ଦ୍ୱିତୀୟ ମ୍ୟାଚରେ ପରାସ୍ତ ହୋଇଛି ଓଡ଼ିଶା। More
  • Prangyan Parimita
  • 3 years ago

କାହା ସ୍ଵାର୍ଥରେ ଡିଏମ୍ଏଫ୍‌ ଫଣ୍ଡ ? ଆଜି ବି ଅବହେଳିତ ଖଣି ଅଞ୍ଚଳବାସୀ

କୋଇଡା ବ୍ଲକ ଶିକ୍ଷା ସ୍ୱାସ୍ଥ୍ୟ ତଥା ଗମନାଗମନ କ୍ଷେତ୍ରରେ ଅନେକ ପଛରେ । ଫଣ୍ଡ ଆସୁଛି, କିନ୍ତୁ ଖଣି ଅଞ୍ଚଳବାସୀଙ୍କ ଉନ୍ନତି ହେଉନି । More
  • Prangyan Parimita
  • 3 years ago

ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା

ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା । ଗତକାଲି ବାଲିଗୁଡା ଉପଖଣ୍ଡ ଡାକ୍ତରଖାନାରେ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ପରେ ଆଜି କ୍ଷତିପୂରଣ ଦାବି କରି ଅନ୍ଦୋଳନକୁ ଓହ୍ଲାଇଛନ୍ତି । ଉତ୍ତ୍ୟକ୍ତ ଲୋକମାନେ ୫୯ ନମ୍ବର ଜାତୀୟରାଜପଥ ଅବରୋଧ କରି ପ୍ରତିବାଦ କରୁଛନ୍ତି । ଏଥିସହ ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସେମାନେ ଦାବି କରିଛନ୍ତି । ଗତକାଲି ସଲାଗୁଡା ପଂଚାୟତ ତେର୍ଲେପାଲ ଗାଁର ଚନ୍ଦ୍ର ଦିଗାଲଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଭୁଲ ଇଞ୍ଜେକସନ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଥିଲେ ।

  • Prangyan Parimita
  • 3 years ago

କାନ୍ଥ ପଡି ଶିଶୁ ପୁତ୍ରର ମୃତ୍ୟୁ

କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଗୋଲାବନ୍ଧ ଗ୍ରାମରେ କାନ୍ଥ ପଡି ଶିଶୁ ପୁତ୍ରର ମୃତ୍ୟୁ ହୋଇଛି । ମୃତ ଶିଶୁ ଗୋଲାବନ୍ଧ ଗ୍ରାମର ଶୁଦ୍ର ମହାକୁଡ଼ଙ୍କ ୨ବର୍ଷର ପୁଅ ସୌରଭ ମହାକୁଡ଼ ବୋଲି ଜଣାପଡିଛି । ଶୁଦ୍ର ପୁରୁଣା ଘରର ଆଜବେଷ୍ଟକୁ ଓହ୍ଲାଇ ମରାମତି କରୁଥିଲେ । ଏହି ସମୟରେ ଶିଶୁପୁତ୍ର ଜଣକ ଘର ଆଡ଼କୁ ଯାଉଥିବା ବେଳେ କାନ୍ଥ ଭୁଶୁଡ଼ି ତା ଉପରେ ପଡିଯାଇଥିଲା । ସଙ୍ଗେ ସଙ୍ଗେ ଶିଶୁପୁତ୍ର ଗୁଡୁକୁ ତେଲକୋଇ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ । ଏଭଳି ଅଘଟଣକୁ ନେଇ ଗୋଲାବନ୍ଧ ଗାଁରେ ଶୋକର ଛାୟା ଖେଳିଯାଇଛି ।

  • Otv Khabar Bureau
  • 3 years ago

ରାଜ୍ୟରେ କମିଲା ପେଟ୍ରୋଲ୍‌ ଓ ଡିଜେଲ୍‌ ଦର; ଜାଣନ୍ତୁ ଆପଣଙ୍କ ସହରର ଦର..

ରାଜ୍ୟରେ କମିଛି ତୈଳ ଦର । କେନ୍ଦ୍ର ସରକାର ପକ୍ଷରୁ ପେଟ୍ରୋଲ ପିଛା ୫ଟଙ୍କା ଓ ଡିଜେଲ୍ ଦର ପିଛା ୧୦ ଟଙ୍କା ଏକ୍ସାଇଜ୍ ଡ୍ୟୁଟି କମାଯାଇଛି । More

  • Prangyan Parimita
  • 3 years ago

ଆସନ୍ତାକାଲି ବିଜେଡିରେ ଯୋଗଦେବେ ପ୍ରଦୀପ ମାଝୀ, ଗତ ମାସ କଂଗ୍ରେସ ଛାଡ଼ିଥିଲେ . . .

‍ବିଜେଡିରେ ମିଶିବେ ପ୍ରଦୀପ ମାଝୀ । ଆଉ ଏ କଥା ସେ ନିଜେ ପୂର୍ବରୁ ସ୍ପଷ୍ଟ କରିଥିଲେ । More

  • Rajalaxmi Sahoo
  • 3 years ago

‘ଗୋବିନ୍ଦ ଫୋନ୍‌ କଲେ, ରାଧେ ଆସି ଟାୟାର ନେଲେ; ପରେ ଜାଣିଲି...’

ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ସମ୍ପୃକ୍ତି ନେଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଲାଗି ବିରୋଧୀ ଅଡ଼ି ବସି ଥିବାବେଳେ ଅନ୍ୟପଟେ ଏହି ମାମଲାରେ ଗୋଟିଏ ପରେ ଗୋଟିଏ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି। More

  • Otv Khabar Bureau
  • 3 years ago

'ତୃତୀୟ ଲହର ଭୟ ଏଯାଏଁ ଯାଇନି, ଆମକୁ ସତର୍କ ରହିବାକୁ ପଡିବ'

କମିନି ତୃତୀୟ ଲହର ଭୟ । ରାଜ୍ୟରେ ତୃତୀୟ ଲହର ଆଶଙ୍କା ଏବେ ବି କମିନି ବୋଲି କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକଙ୍କ ବିଜୟ ପାଣିଗ୍ରାହୀ । More

  • Prangyan Parimita
  • 3 years ago

୯ରେ ଆଉ ଏକ ଲଘୁଚାପ !

ଆସନ୍ତା ୯ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ ସମ୍ଭାବନା । ଏ ସମ୍ପର୍କରେ ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର More

  • Prangyan Parimita
  • 3 years ago

ମମିତା ହତ୍ୟା ମାମଲା : ବିବେକ ଅଗ୍ରୱାଲ ନାମକ ବ୍ୟକ୍ତିଙ୍କ ବୟାନରୁ ମିଳିଲା ତଥ୍ୟ

ଅକ୍ଟୋବର ୮ ତାରିଖ ଦିନ ପ୍ରାୟ ସାଢ଼େ ୧୨ଟା ବେଳେ ଗୋବିନ୍ଦ ବିବେକଙ୍କୁ ଫୋନ୍ କରିଥିଲା ଓ ଦୁଇଟା ଟାୟାର ଦେବାକୁ କହିଥିଲା । More

  • Otv Khabar Bureau
  • 3 years ago

ଏମିତି ଦୀପାବଳି କେବେ ଦେଖିନଥିବେ, ଏଠି କାଉଁରୀ କାଠି ନୁହେଁ ଦଣ୍ଡା ଆଖୁ...

ନିଆରା ଢଙ୍ଗରେ ପାଳନ ହେଉଛି ଦୀପାବଳି । ଆଲୋକର ଏହି ପର୍ବକୁ ପ୍ରାୟ ସମସ୍ତେ ବାଣ ଫୁଟାଇ ବେଶ୍‌ ଧୁମ୍‌ଧାମ୍‌ରେ ପାଳନ କରିଥାନ୍ତି । ହେଲେ ସୁବର୍ଣ୍ଣପୁର ଜିଲ୍ଲା ଭୁଲିଆ ବା ମେହେର ସଂପ୍ରଦାୟାର ଲୋକମାନେ ଦିପାବଳୀକୁ କିଛି ଭିନ୍ନ ଢଙ୍ଗରେ ପାଳନ କରିଛନ୍ତି । More

  • Prangyan Parimita
  • 3 years ago

ମୁକ୍ତା ଆକାଶ ତଳେ ଖୁଲମଖୁଲ୍ଲା ହାଣ୍ଡିଆ ମାଡ଼ : ଗଛ ତଳେ ମଦ ବେପାର ଜମାଇଛନ୍ତି ଆଦିବାସୀ

ଗଛ ତଳେ ବିକ୍ରି ହେଉଛି ବିଭିନ୍ନ ପ୍ରକାରର ଭଳିକି ଭଳି ମଦ। ମାଣ୍ଡିଆ, ଚାଉଳ,ପେଣ୍ଡମ,ଚିନି ଓ ଗୁଡ଼ ଆଦି ନାରେ ମିଳୁଛି ମଦ । ମହିଳା ଓ ପୁରୁଷ ବିକ୍ରି କରୁଛନ୍ତି ଓ ଉଭୟ ମଧ୍ୟ ପିଉଛନ୍ତି More

  • Prangyan Parimita
  • 3 years ago

ପାରା ଖାଇଲେ ଖାଇବେ, ପାରା ଶୋଇଲେ ଶୋଇବେ ! ପକ୍ଷୀ ପ୍ରେମରେ ତିନି ଭାଇ

ତିନି ଭାଇଙ୍କ ହୃଦୟରେ ଘର କରିଛନ୍ତି ଶହ ଶହ ପାରା । ବରା ଦୋକାନଟିଏ କରିଛନ୍ତି । ତଥାପି ମାସକୁ ପାରାଙ୍କ ପାଇଁ୧୦ ରୁ ୧୨ ହଜାର ଟଙ୍କା ଖର୍ଚ୍ଚ କରୁଛନ୍ତି । More

  • Rajalaxmi Sahoo
  • 3 years ago

Daily Horoscope,5 Nov 2021: ଜାଣନ୍ତୁ ଆଜିର ରାଶିଫଳ…

ଆଜି ୨୦୨୧ ମସିହା ନଭେମ୍ବର ୫ ତାରିଖ, ଶୁକ୍ରବାର, ତୁଳା ୨୦ ଦିନ, କାର୍ତ୍ତିକ ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି। ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ... More

  • Rajalaxmi Sahoo
  • 3 years ago

ରାସ୍ତାକଡ଼ରୁ ମିଳିଲା ପୂର୍ବତନ ସରପଞ୍ଚଙ୍କ କ୍ଷତବିକ୍ଷତ ମୃତଦେହ

ରାସ୍ତାକଡ଼ରୁ ମିଳିଲା ପୂର୍ବତନ ସରପଞ୍ଚଙ୍କ କ୍ଷତବିକ୍ଷତ ମୃତଦେହ। କେମିତି ହେଲା ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ ? ଯଦି ତାଙ୍କୁ ହତ୍ୟା କରାଯାଇଛି, ତେବେ କିଏ ଓ କାହିଁକି ତାଙ୍କୁ ହତ୍ୟା କଲା ? More

  • Rajalaxmi Sahoo
  • 3 years ago

୮ରେ କଳାହାଣ୍ଡି ଯିବେ ମୁଖ୍ୟମନ୍ତ୍ରୀ, କଂଗ୍ରେସ ନେତା ଭକ୍ତ ଦାସ କହିଲେ-ଜନତା କର୍ଫ୍ୟୁ ପାଳନ ହେବ

ରାଜ୍ୟ ସରକାରଙ୍କ ପ୍ରଛନ୍ନ ନିର୍ଦ୍ଦେଶରେ ମମିତା ହତ୍ୟା ମାମଲାରେ ଜଡ଼ିତ ଉଚ୍ଚପଦସ୍ତ କ୍ଷମତାଶୀଳ ବ୍ୟକ୍ତିମାନଙ୍କୁ ଘଣ୍ଟ ଘୋଡ଼ାଇବାର ହୀନ ଉଦ୍ୟମ କରାଯାଉଛି। ଯାହାକି ଦେଶର ସମ୍ବିଧାନ ପ୍ରତି କୁଠାରଘାତ ତଥା ରାଜ୍ୟ ସରକାରଙ୍କ କଳାହାଣ୍ଡି ଓ କଳାହାଣ୍ଡି ବାସିନ୍ଦାଙ୍କ ଆତ୍ମ ମର୍ଯାଦା, ସ୍ୱାଭିମାନ ପ୍ରତି ତାତ୍ସଲ୍ୟ ମନୋଭାବର ପରିଚୟ ବୋଲି ଭକ୍ତ ଦାସ କହିଛନ୍ତି। More

  • Sarbeswar
  • 3 years ago

ଭଦ୍ରକରେ ମାଆ ଭଦ୍ରକାଳୀଙ୍କୁ ଆଜି ବେଦମାତା ରୂପରେ କରାଯାଉଛି ପୂଜା। ଜାଣନ୍ତୁ ଏହାର ମହତ୍ୱ...

କରୋନା କଟକଣା ମଧ୍ୟରେ ମାଆ କାଳୀଙ୍କର ଚାଲିଛି ପୂଜାର୍ଚ୍ଚନା। ଆଜି ଆଦୀ ମାତା ରୂପରେ ପୂଜା ପାଉଛନ୍ତି ମାଆ ଭଦ୍ରକାଳୀ More

  • Otv Khabar Bureau
  • 3 years ago

ସପ୍ତମ ଶ୍ରେଣୀରେ ପଢୁଛନ୍ତି, ପିଣ୍ତଦାନ କରି ଶ୍ରଦ୍ଧାଳୁଙ୍କୁ ଆଶୀର୍ବାଦ ଦେଉଛନ୍ତି

ପ୍ରଦୂଷଣ ବୃଦ୍ଧି, କୋଭିଡ୍ କଟକଣା ଉଲ୍ଲଙ୍ଘନ ଆଶଙ୍କାରେ ସିଂହଦ୍ୱାର ଓ ଶ୍ରୀମନ୍ଦିର ଚତୁର୍ପାର୍ଶ୍ୱରେ ୧୪୪ ଧାରା ଲାଗୁ କରାଯାଇଛି । ତେବେ ଏହାରି ମଧ୍ୟରେ ୭ମ ଶ୍ରେଣୀରେ ପଢୁଥିବା ଏକ କୁନି ନନା ବଡ଼ ବଡ଼ ଶ୍ଲୋକ ଅନର୍ଗଳ ବୋଲିଚାଲିଛନ୍ତି । ଲୋକଙ୍କ ପୟା ଶ୍ରାଦ୍ଧ କରାଉଛନ୍ତି ଆଉ ଆଶୀର୍ବାଦ ମଧ୍ୟ ଦେଉଛନ୍ତି । ବଡ଼ ହେଲେ ସେ ଜଣେ ପଣ୍ଡିତ ହେବାକୁ ଚାହାନ୍ତି ବୋଲି କହିଛନ୍ତି । More

  • Sarbeswar
  • 3 years ago

ଦୀପାବଳିରେ ଅଘଟଣ, ବାଣ ନେଲା ୨ ଜୀବନ

ଦୀପାବଳିରେ ଅଘଟଣ ହୋଇଛି। ରାଜ୍ୟର ୨ଟି ସ୍ଥାନରେ ବାଣ ବିସ୍ଫୋରଣ ହେବାରୁ ୨ ଜଣ ପ୍ରାଣ ହରାଇଛନ୍ତି More

  • Sarbeswar
  • 3 years ago

ଶାସନରେ ତଳ ଆଡୁ ୩ ନମ୍ବର ଓଡ଼ିଶା !

ଗୁଡ୍ ଗର୍ଭନାନ୍ସ ବା ସୁଶାସନରେ ଓଡିଶା କେତେ ଦକ୍ଷ? କେତେ ହୋଇଛି ରାଜ୍ୟର ଆର୍ଥିକ ବିକା More

  • Sarbeswar
  • 3 years ago

ନକଲି ଶିକ୍ଷକଙ୍କୁ ଧରିବାକୁ ସମୟ ଗଡାଉଛନ୍ତି ଶିକ୍ଷା ଅଧିକାରୀ

ରାଜ୍ୟରେ ଜାଲ୍‌ ପ୍ରମାଣ ପତ୍ର ଦେଇ ଶିକ୍ଷକତା କରୁଛନ୍ତି ଅନେକ ଶିକ୍ଷକ। ଏହା ଜଣାପଡ଼ିବା ପରେ ଚିନ୍ତାରେ ରାଜ୍ୟବାସୀ, ବିପଦରେ ପିଲାଙ୍କ ଭବିଷ୍ୟତ More