ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍ଡେଟ୍ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍ର ମଜାଦାର ତଥ୍ୟ ।
ରାଜ୍ୟରେ ଧିରେ ଧିରେ କମୁଛି କରୋନା ସଂକ୍ରମଣ। ତେଣୁ ଏବେ ସ୍କୁଲ ଖୋଲିବା ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଛୋଟ ପିଲାଙ୍କ ପାଖରେ ରୋଗ ପ୍ରତିରୋଧକ ଶକ୍ତି ଅଧିକ ରହିଛି। ତେଣୁ କରୋନା ସଂକ୍ରମଣ ଆଶଙ୍କା ସେମାନଙ୍କ ପାଖରେ କମ୍ ରହିବ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି। ପିଲାଙ୍କ ଟିକାକରଣ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗାଇଡଲାଇନ୍ ପ୍ରସ୍ତୁତ କରାଯାଉଛି। ସେହି ଅନୁସାରେ, ଟିକାକରଣ ହେବ। ତା’ପୂର୍ବରୁ ଆମକୁ ସଚେତନ ହୋଇ ସ୍କୁଲ ଖୋଲିବାକୁ ହେବ। ରାଜ୍ୟ ସରକାର ବି କରୋନା କଟକଣା ପାଳନ କରିବା ନେଇ ସଚେତନତା କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ଏହାସହ ଟେଷ୍ଟିଂ ଓ ଟିକାକରଣକୁ ଜୋରଦାର କରାଯାଉଛି।
ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ବିଜେପି ଟାର୍ଗେଟ୍ କରିଛି। ସମ୍ବେଦନହୀନ ସରକାର, ମୁଖ୍ୟମନ୍ତ୍ରୀ ଧ୍ରୁତରାଷ୍ଟ୍ର ଭଳି ବସିଛନ୍ତି ବୋଲି କହିଛନ୍ତି ରାଜ୍ୟ ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ। More
ବିଜେଡିରେ ଯୋଗ ଦେବା ନେଇ ପ୍ରଦୀପ ମାଝି ପ୍ରତିକ୍ରିୟା ରଖି କହିଛନ୍ତି, ‘ଜନସେବା ଓ ଅଞ୍ଚଳର ଉନ୍ନତି ହେଉଛି ମୂଳ ଉଦ୍ଦେଶ୍ୟ । More
କଂଗ୍ରେସ ଟାର୍ଗେଟ୍ରେ ସରକାର। ପ୍ରେସମିଟ୍ କରି ଦଳ କହିଲା, ଶାସକ ଦଳର ନେତା ଓ ପ୍ରଶାସନ ଏଠି ଏକାଠି ହୋଇ ରହିଛନ୍ତି More
ଚାନ୍ଦିପୁର DRDO ଗୁପ୍ତଚରୀ ମାମଲାରେ ମୁମ୍ବାଇ ଲିଙ୍କ୍ ନେଇ ବଡ଼ ସୁରାକ ମିଳିଛି। ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କ କାରବାରରେ ମୁମ୍ବାଇ ଲିଙ୍କ୍ ମିଳିଛି, ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଜଣେ ମହିଳା ୪୦ ହଜାର ଟଙ୍କା ମାଗିଥିଲେ। More
ସରପଞ୍ଚ ଓ ସମିତିସଭ୍ୟଙ୍କ ନିର୍ବାଚନୀ ଖର୍ଚ୍ଚ ବୃଦ୍ଧି ସହ ପୂର୍ବରୁ ଥିବା ୮୦ ହଜାରକୁ ଡବଲ ବା ୨ ଲକ୍ଷ କରାଯିବାକୁ ଆଜି ସର୍ବଦଳୀୟ ବୈଠକରେ ପ୍ରସ୍ତାବ ଦିଆଯାଇଛି More
ଡମ୍ପିଂୟାର୍ଡ ଅଛି। କିନ୍ତୁ ଆାବର୍ଜନା ସଂଗ୍ରହ କରୁଥିବା ଠିକା ସଂସ୍ଥାର କର୍ମଚାରୀ ଡମ୍ପିଂୟାର୍ଡରେ ଅଳିଆ ନ ପକାଇ ରାସ୍ତା ଉପରେ ଫୋପାଡ଼ି ଦେଇ ପଳାଉଛନ୍ତି। ଫଳରେ ଯାତାୟାତ କରିବା ଏବେ ଲୋକଙ୍କ ପାଇଁ ମୁସ୍କିଲ ହୋଇପଡ଼ିଛି। ଏହାସହ ଅସ୍ୱାସ୍ଥ୍ୟକର ପରିବେଶ ମଧ୍ୟ ସୃଷ୍ଟି ହୋଇଛି। More
ବାପା ମାଆଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ସ୍ଥାପନ କଲେ ସନ୍ତାନ । କଟକ ଜିଲ୍ଲା ମାହାଙ୍ଗା ବ୍ଲକ ଲଳିତଗିରି ଗାଁରେ ଏଭଳି ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି । More
କୋଟିଆକୁ ନେଇ ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ମଧ୍ୟରେ ଛକାପଞ୍ଝା ଲାଗି ରହିଥିବା ବେଳେ ଅକ୍ଟୋବର ୯ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ। More
ଘୋଷିତ ହେଲା ୨୦୧୯ର ରାଜ୍ୟ ଚଳଚ୍ଚିତ୍ର ଓ ଟେଲି ପୁରସ୍କାର । କାଲିର ଅତୀତ ଶ୍ରେଷ୍ଠ ଫିଲ୍ମ ବିବେଚିତ ହୋଇଥିବା ବେଳେ ଏହି ଫିଲ୍ମ ପାଇଁ ଶ୍ରେଷ୍ଠ ନିର୍ଦ୍ଦେଶକ ପୁରସ୍କାର ପାଇବେ ନୀଳମାଧବ ପଣ୍ଡା । More
ବୟସ ୯୩ ବର୍ଷ। ଶରୀରର ଚର୍ମରେ ଭାଙ୍ଗ ପଡ଼ିଗଲାଣି। ହାତ, ଗୋଡ଼ ମଧ୍ୟ ଥରୁଛି। ଏପରିକି କଥା ହେବାବେଳେ ପାଟିରେ ଖନି ବାଜି ଯାଉଛି। ତଥାପି ହାର୍ ମାନି ନାହାନ୍ତି। ଆଉ କାହା ଉପରେ ବୋଝ ହେବାକୁ ଚାହିଁ ନାହାନ୍ତି। ନିଜେ ସ୍ୱାଭିମାନର ସହ ବଞ୍ଚିବା ପାଇଁ ଏକ ଛୋଟ ପାନ ଦୋକାନ କରିଛନ୍ତି। More
ଦିବ୍ୟାଙ୍ଗଙ୍କ ପାଇଁ ହେଉଛି ସ୍ୱତନ୍ତ୍ର ଯୋଜନା। ଏଣିକି ସେମାନେ ଆଉ କାହା ଉପରେ କରିବେ ନାହିଁ ନିର୍ଭର More
ପରିଶ୍ରମ କଲେ ସଫଳତା ନିଶ୍ଚୟ ମିଳିବ,ସର୍ବଭାରତୀୟ ଡାକ୍ତରୀ ଶିକ୍ଷା ପ୍ରବେଶିକା ପରୀକ୍ଷା-ନିଟରେ ସଫଳତା ପାଇଥିବା ସମ୍ବଲପୁର ହୁମାର ଦେବାଶିଷଙ୍କ ପାଇଁ ଆଜି ପରିବାରରେ ଖୁସି କହିଲେ ନ ସରେ More
ବହୁ କଳ୍ପନାଜଳ୍ପନା ପରେ ଅକ୍ଟୋବର ୨୨ରେ କଂଗ୍ରେସରୁ ଇସ୍ତଫା ଦେଇଥିବା ନବରଙ୍ଗପୁରର ପୂର୍ବତନ କଂଗ୍ରେସ ସାଂସଦ ପ୍ରଦୀପ ମାଝୀ ଆଜି ବିଜେଡିରେ ଯୋଗ ଦେବେ। More
ନିକଟରେ କେନ୍ଦ୍ର ସରକାର ପେଟ୍ରୋଲ ଉପରୁ ୫ ଟଙ୍କା ଓ ଡିଜେଲ ଉପରୁ ୧୦ ଟଙ୍କାର ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିବା ପରେ ଓଡ଼ିଶା ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ୍ ହ୍ରାସ କରିଛନ୍ତି। ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଉପରୁ ୪% ଲେଖାଏ ଭାଟ୍ ହ୍ରାସ କରାଯାଇଛି। More
୨୦୧୯ ସାଧାରଣ ନିର୍ବାଚନରେ କେନ୍ଦୁଝର ଜିଲ୍ଲା ତେଲକୋଇ ନିର୍ବାଚନ ମଣ୍ଡଳୀରେ ଭାରତୀୟ ଜନତା ପାର୍ଟି ର ବିଧାୟକ ପ୍ରାଥୀ ଧନୁର୍ଜୟ ସିଧୁ ବିଜେପିରୁ ଇସ୍ତଫା ଦେଇଛନ୍ତି । More
ଦିନେ ଗଂଜେଇ ଚାଷ କରୁଥିଲେ, ଏବେ ବିଭିନ୍ନ ପ୍ରକାର ଚାଷ କରି ଇନିଜ ପରିବାରର କରୁଛନ୍ତି ପ୍ରତିପୋଷଣ More
ପରୀକ୍ଷା ସରିବାର ମାସେ ଧରିବାକୁ ବସିଲାଣି ରେଜଲ୍ଟ ବାହାରିବାର ସୋର ଶବ୍ଦ ନାହିଁ। ତାଙ୍କରି ସାଙ୍ଗର ପିଲା ଆଡମିଶନ୍ କରି କ୍ଲାସ୍ କଲେଣି। ହେଲେ ଏମାନେ ଏବେବି ରେଜଲ୍ଟକୁ ଚାହିଁ ଘରେ ବସିଛନ୍ତି More
ପ୍ରତିଦିନ ମମିତାଙ୍କୁ ନେଇ ସାମ୍ନାକୁ ଆସୁଛି ନୂଆ ନୂଆ ତଥ୍ୟ। ସେପଟେ ମନ୍ତ୍ରୀଙ୍କ ହୋମ ଗ୍ରାଉଣ୍ଡରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିବାକୁ ସଜ ହେଲେଣି ବିଜେପି ଓ କଂଗ୍ରେସ More
ପରିବହନ ସଂସ୍ଥାଙ୍କ ଯୁକ୍ତି ହେଲା, ଡିଜେଲ ଦର କମିବା ଦ୍ୱାରା ମାର୍କେଟ ଉପରେ ଏହାର ତତକ୍ଷଣାତ୍ ପ୍ରଭାବ ପଡିବା ସମ୍ଭାବନା କମ୍। କାରଣ ପରିବହନ ସଂସ୍ଥା ବାର୍ଷିକ ଚୁକ୍ତିଭିତ୍ତିରେ ଗାଡ଼ି ନିଅନ୍ତି More