ସଂକ୍ଷେପରେ ଆଜିର ତାଜା ଖବର - Saturday, 13 November 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

କଂଗ୍ରେସ କର୍ମୀଙ୍କୁ ବନ୍ଧୁକ ଦେଖାଇ ବିଧାୟିକାଙ୍କ ପିଏସଓ କଲେ ଭୟଭୀତ

ବିଧାୟିକାଙ୍କ ପିଏସଓ କଂଗ୍ରେସ କର୍ମୀଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରୁଥିବା ଭିଡିଓରେ ଦେଖିବାକୁ ମିଳିଛି। ଏହି ଘଟଣାକୁ ନେଇ ଅତାବିରା ଥାନାରେ କଂଗ୍ରେସ କର୍ମୀ ବିଧାୟିକାଙ୍କ ପିଏସଓ ଏବଂ ଡ୍ରାଇଭରଙ୍କ ନାଁରେ ଗାଳି ଗୁଳଜ ସହ ପିସ୍ତଲରେ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି। More

'ମୋ ପାଖେ କଣ ବନ୍ଧୁକ ଅଛି, ମୁଖ୍ୟମନ୍ତ୍ରୀଙ୍କୁ ଗୁଳି କରିଦେବି?'

ନବୀନ ନିବାସ ପାଖାପାଖି ଏକ ଛକରେ ଜଣେ ମହିଳା ସ୍କୁଟରେ ଛିଡା ଅଟକି ରହିଥିଲେ। କିନ୍ତୁ ଆଗକୁ ଯାଇପାରୁନଥିଲେ। More

ପ୍ରେସମିଟ୍‌ କଲେ କିନ୍ତୁ ମନ୍ତ୍ରୀଙ୍କ ନାଁ ଧରିଲେନି

ସାମ୍ବାଦିକ ସମ୍ମିଳନୀ କରି ତଦନ୍ତ ଉପରେ ଉଠାଯାଇଥିବା ବିଭିନ୍ନ ଅଭିଯୋଗ ଉପରେ ଉତ୍ତର ରଖିଛନ୍ତି। ଉଦ୍ଦେଶ୍ୟମୂଳକ ଭାବେ ତଦନ୍ତରେ ଅବହେଳା ଅଭିଯୋଗକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି ଦାୟିତ୍ୱର ସହ ସଠିକ୍ ଭାବେ ମାମଲାର ତଦନ୍ତ କରାଯାଉଛି। More

ଦିବ୍ୟଶଙ୍କରଙ୍କ ବହିଷ୍କାର ଦାବିରେ ଶାନ୍ତ ପଡୁନାହାନ୍ତି ବିରୋଧି ଦଳ

ମମିତା ହତ୍ୟା ମାମଲାର ସିବିଆଇ ତଦନ୍ତ ସହ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ବହିଷ୍କାର ଦାବିରେ ଶାନ୍ତ ପଡୁନାହାନ୍ତି ବିରୋଧୀ ଦଳ । ମୁଖ୍ୟମନ୍ତ୍ରୀଙ୍କ ପ୍ରତି କାର୍ଯ୍ୟକ୍ରମକୁ ପ୍ରତିବାଦ କରୁଛି ବିରୋଧି ଦଳ । ପ୍ରତିବାଦ କାର୍ଯ୍ୟକ୍ରମରେ ଯୋଗ ଦେଉଥିବା ମନ୍ତ୍ରୀ ଓ ନେତାଙ୍କ ଗାଡିକୁ ଅଣ୍ତାମାଡ କରାଯାଉଛି । More

ଭକ୍ତ ଦାସଙ୍କୁ ଜବାବ ମାଗିଲେ ସସ୍ମିତ: କ୍ରାନ୍ତି କିଏ ?

ମମିତା ହତ୍ୟା ମାମଲାକୁ ନେଇ କଂଗ୍ରେସର ବରିଷ୍ଠ ନେତା ଭକ୍ତ ଚରଣ ଦାସ କହିଛନ୍ତି-“ମମିତା ମେହେର ହତ୍ୟାକାଣ୍ଡର ସତ୍ୟାସତ୍ୟ ବାହାରକୁ ଆସୁ। ଘଟଣାର ତଦନ୍ତ ହାଇକୋର୍ଟର ସିଟିଂ ଜଜଙ୍କ ଦ୍ୱାରା ତଦନ୍ତ ହେଲେ ସତ୍ୟାସତ୍ୟ ପଦାକୁ ଆସିପାରିବ। More

ଚାଷ ଆରମ୍ଭରୁ ବିହନ ସମସ୍ୟା : ମିଳୁନାହିଁ ସରକାରୀ ଚିନାବାଦାମ ବିହନ, ଚଢ଼ାଦରରେ କିଣୁଛନ୍ତି ଚାଷୀ

ଅଧିକ ଅମଳକ୍ଷମ ପାଇଁ ଚାଷୀ ଚିନ୍ତା କରୁଛି। ହେଲେ ସରକାରୀ ବିହନ ମିଳୁନଥିବାରୁ ଚାଷୀ ଚିନ୍ତାରେ। କେମିତି କରିବେ ଚିନାବାଦାମ ଚାଷ ସେ ଚିନ୍ତାରେ ହେଉଛନ୍ତି ଛଟପଟ More

ନାଁକୁ ମାତ୍ର ଶୌଚାଳୟ ହୋଇଛି, ନିର୍ମାଣର ୪ବର୍ଷ ବତିଗଲା ପରେ ଖୋଲୁନି ତାଲା

ଜଙ୍ଗଲ ମଧ୍ୟରେ ଲୁଚିବାକୁ ବସିଲାଣି ଏହି ସବୁ ଶୌଚାଳୟ । କେଉଁଠି ଲଟା ମାଡି ଗଲାଣି ତ ଆଉ କେଉଠି ମଦୁଆଙ୍କ ଆଡା ଜମିବାରେ ଲାଗିଛି । ଯାହାକୁ ନେଇ ସ୍ଥାନୀୟ ବାସିନ୍ଦା ଅସନ୍ତୋଷ ପ୍ରକାଶ କରିଛନ୍ତି । More

୨୪ ଘଣ୍ଟା ମହଲତ ଦେଲା ଛାତ୍ର କଂଗ୍ରେସ, କାର୍ଯ୍ୟାନୁଷ୍ଠାନ ନନେଲେ ନବୀନ ନିବାସ ଘେରାଉ

ପୋଲିସ ଉପସ୍ଥିତିରେ ବିଜେଡି ଗୁଣ୍ଡାମାନେ କଂଗ୍ରେସ କର୍ମୀଙ୍କୁ ଆକ୍ରମଣ କଲେ। ଯିଏ ମାଡ଼ ମାରୁଛି ପୋଲିସ ତାକୁ ଛାଡ଼ି ଦେଉଛି, ହେଲେ ଯିଏ ମାଡ଼ ଖାଉଛି ପୋଲିସ୍‌ ତାକୁ ଗିରଫ କରୁଛି ବୋଲି ଛାତ୍ର କଂଗ୍ରେସ କହିଛି।  More

ଓକାକ୍ ସିଇଓଙ୍କ ହ୍ୱାସଟଆପ୍ ହ୍ୟାକ୍ ପଛରେ ନାଇଜେରିଆ ଗ୍ୟାଙ୍ଗ୍ ! କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ସୂଚନା

ହ୍ୟାକର ଏକାଧିକ ଆକାଉଣ୍ଟରେ ଟଙ୍କା ରଖୁଛନ୍ତି ଓ କାଢୁଛନ୍ତି । ଯେଉଁ ଆକାଉଣ୍ଟରୁ ଟଙ୍କା କାଢୁଛନ୍ତି ,ତାହା ଭାରତ ଭିତର ଆକାଉଣ୍ଟ ବୋଲି ଜଣାପଡ଼ିଛି । More

ସ୍ୱାସ୍ଥ୍ୟକାର୍ଡ ବାଣ୍ଟିଲେ ନବୀନ, ଅଣ୍ଡାମାଡ଼ ଖାଇଲେ ନେତା

ବରଗଡ଼ ମାଟିର ପୁଅ ଗଙ୍ଗାଧର ମେହେରଙ୍କୁ ସ୍ମରଣ କରି, ବରଗଡ଼ର ଚାଷୀ ଓ ବୁଣାକାର ଭାଇଙ୍କ ଦକ୍ଷତାକୁ ପ୍ରଣାମ ଜଣାଇଛନ୍ତି ନବୀନ । ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ଅବସରରେ ନିଜର ବକ୍ତବ୍ୟ ରଖିଛନ୍ତି ନବୀନ ପଟ୍ଟନାୟକ । More

୨ ବର୍ଷ ଶିଶୁର ମୃତ୍ୟୁ ପରେ ମୃତଦେହକୁ ଜଳାଶୟକୁ ଫିଙ୍ଗି ଦେଇଥିଲେ, ହେଲେ ଧରାପଡ଼ିଗଲେ...

ଦେହରେ ବାଉଁଶ ବାଜି ଯିବାରୁ ଚାଲିଗଲା ୨ ବର୍ଷର ପୁଅ ଜୀବନ। ଗାଁ ଲୋକଙ୍କ ଭୟରେ ୨ ବର୍ଷର ପୁଅର ମୃତଦେହକୁ ଜଳାଶୟକୁ ଫିଙ୍ଗି ଦେଇଥିଲେ ଜଣେ ମହିଳା ଓ ତାଙ୍କର ୧୬ ବର୍ଷୀୟ ପୁଅ। More

‘ଏତେ ଦିନ ଯାଏଁ ଚୁପ୍‌ ଥିଲେ କାହିଁକି ? କେଉଠି ଥିଲେ ସେହି ୩ ଦିନ ? କଲ୍‌ ଡିଟେଲ୍ସ କୁଆଡ଼େ ଗଲା ?’

ମମିତା ମାମଲାରେ କଂଗ୍ରେସ ନେତା ଭକ୍ତ ଦାସ ଏକ ପ୍ରେସମିଟ୍ କରି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି । ସେ କହିଛନ୍ତି, ହାଇକୋର୍ଟ ସିଟିଂ ଜଜ୍‌ଙ୍କ ଦ୍ୱାରା ତଦନ୍ତ କରାଯାଉ । More

କାନ୍ଦି କାନ୍ଦି ଫୋନ୍‌ରେ କଥା ହେଉଥିଲେ, ହଠାତ୍‌ ଟ୍ରେନ୍‌ ଆଗକୁ ଡେଇଁ ପଡ଼ିଲେ ଯୁବତୀ

ମୋବାଇଲରେ କଥା ହେଉଥିଲେ। ଏହି ସମୟରେ ଯୁବତୀ ଜଣକ କାନ୍ଦିବା ସହ ଭାରି ବ୍ୟସ୍ତ ଥିବା ଜଣାପଡୁଥିଲେ। ହେଲେ ହଠାତ୍‌ କେହି କିଛି ବୁଝିବା ଆଗରୁ ଟ୍ରେନ୍‌ ଆଗକୁ ଡେଇଁ ପଡ଼ିଲେ ଯୁବତୀ। More

ମମିତା ହତ୍ୟା ମାମଲାରେ ବିଜୟଙ୍କ ଚାଞ୍ଚଲ୍ୟକର ବୟାନ ! କେସ୍‌ ହାଲୁକା କରାଯାଇଛି ଓ ଗୋବିନ୍ଦଙ୍କୁ ଖସାଇବାକୁ ଚେଷ୍ଟା ହୋଇଛି

ବିଜୟ ଆହୁୁରି କହିଛନ୍ତି ଯେ, ଅକ୍ଟୋବର ୧୩ରେ ଏଫ୍‌ଆଇଆର୍ ହେଲା, ୧୬ ତାରିଖରେ ପୋଲିସ ବଙ୍ଗୋମୁଣ୍ଡା କୋର୍ଟରେ କେଶ୍ ଡାଏରୀ କଲା । ତେବେ କେଶ୍ ଡାଏରୀ କରିବାକୁ କାହିଁକି ୩ ଦିନ ଲାଗିଲା ବୋଲି ସେ ପ୍ରଶ୍ନ କରିଛନ୍ତି । More

ନିଶା ଛଡାଉଛନ୍ତି ପଟେଲ୍ ସାର

ଦିନେ ଥିଲେ ନିଶାଖୋର୍ । ଆଉ ଏବେ ପାଲଟିଛନ୍ତି ନିଶାଡିଙ୍କ ଉଦ୍ଧାରକର୍ତ୍ତା । ନିଶା ନିବାରଣ କେନ୍ଦ୍ର ଖୋଲି ଶହ ଶହ ଯୁବକ ଯୁବତୀଙ୍କୁ ନିଶା କବଳରୁ ମୁକ୍ତ କଲେଣି ଭୁବନେଶ୍ୱରର ପ୍ରଭୁଦତ୍ତ ପଟେଲ । ପ୍ରାୟ ୨୦ ବର୍ଷ ତଳେ ସେ ଯେଉଁ ନର୍କରେ ପାଦ ଦେଇଥିଲେ ଆଉ ସେ ନର୍କରେ କେହି ପାଦ ନ ଦିଅନ୍ତୁ ବୋଲି ସେ ପ୍ରୟାସ ଚଳାଇଛନ୍ତି । More

ସରକାରୀ ଦଳର ନେତାଙ୍କୁ ତ୍ରାହି ନାହିଁ, ଯିଏ ହାବୁଡ଼େ ପଡ଼ିଲା ତାଙ୍କୁ ଅଣ୍ଡା ମାଡ଼ କଲେ ବିରୋଧୀ

ସାରା ରାଜ୍ୟରେ ଏବେ ମମିତା ମେହେର ହତ୍ୟା ମାମଲାକୁ ନେଇ ନିଆଁ ଜଳୁଛି । ଉଭୟ ବିରୋଧୀ ବିଜେପି ଓ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇ ସରକାରଙ୍କୁ ନାକେଦମ୍‌ କଲେଣି । More

ବିଲରେ ଭାସୁଛି ପେଟ୍ରୋଲ, ବାଲ୍‌ଟି-ଗିନାରେ ବୋହି ନେଉଛନ୍ତି ଲୋକେ

ରାସ୍ତାରେ କଡ଼ରେ ଏକ ପେଟ୍ରୋଲ ଟ୍ୟାଙ୍କର ଓଲଟି ପଡ଼ିଥିଲା । ଆଉ ସେଥିରୁ ପେଟ୍ରୋଲ ନିଗିଡ଼ି ତଳେ ଅଜାଡ଼ି ହୋଇଥିଲା । ଯାହାକୁ ଲୋକ ବୋହି ନେଇଛନ୍ତି । More

୪/୫ ଦିନ ମେଘୁଆ ପାଗ ସହ ବର୍ଷା ସମ୍ଭାବନା

ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ତେବେ ଆସନ୍ତା ୪/୫ ଦିନ ମେଘୁଆ ପାଗ ସହ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।  More

ପ୍ରେମ ବିବାହ କରିଥିଲା, ହେଲେ ରାଗରେ ସ୍ତ୍ରୀକୁ ହତ୍ୟା କରିଦେଲା ! ବର୍ଷେ ପରେ ମିଳିଲା ହାଡ଼, ଚୁଡ଼ି...

ପ୍ରଥମେ ପ୍ରେମ ଜାଲରେ ଫସାଇ ବିବାହ କରିଥିଲା ଆଉ ତାପରେ ବିବାଦ ଉପୁଜିବାରୁ ହତ୍ୟା କରିଦେଲା । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି କେନ୍ଦୁଝର ଜିଳ୍ଲା ବାଂଶପାଳ ନୟାକୋଟ ଥାନା ଅଞ୍ଚଳରେ । More

୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଲକ୍ଷୁଚାପ କ୍ଷେତ୍ର ପ୍ରଭାବରେ ପ୍ରବଳ ବର୍ଷା ହୋଇପାରେ। ଆଜି ମଧ୍ୟ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଛି। ଟ୍ୱିନ୍‌ସିଟି କଟକ ଓ ଭୁବନେଶ୍ୱରରେ ସକାଳୁ ସକାଳୁ ବର୍ଷା ଲାଗି ରହିଛି। More

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରୁ ମୁହଁ ମୋଡୁଛନ୍ତି ଛାତ୍ରଛାତ୍ରୀ

ନାହିଁ ନାହିଁରେ ଚାଲିଛି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ । ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲ୍ଲାରେ ଶିକ୍ଷାର ବିକାଶ ପାଇଁ ସୁନାବେଡାରେ ପ୍ରତିଷ୍ଠା ହୋଇଛି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ । ହେଲେ ଅନେକ ସମସ୍ୟା କାରଣରୁ ଏଠାରୁ ଛାତ୍ରଛାତ୍ରୀମାନେ ମୁହଁ ଫେରାଉଛନ୍ତି । More

ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡ଼ି ଉପରକୁ ପୁଣି ଅଣ୍ଡାମାଡ଼

ଆଗରୁ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଟୁକୁନି ସାହୁ, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ତୁଷାରକାନ୍ତି ବେହେରା, ପଦ୍ମନାଭ ବେହେରାଙ୍କୁ ଅଣ୍ଡାମାଡ଼ ସହ କଳାପତାକା ପ୍ରଦର୍ଶନ କରାଯାଇଥିଲା।   More

କଳାହାଣ୍ଡି ଏସ୍‌ପିଙ୍କୁ NCPCRଙ୍କ ନିର୍ଦ୍ଦେଶ: ୩ ଦିନରେ ରିପୋର୍ଟ ଦିଅ

ମହାଲିଙ୍ଗ ସନସାଇନ୍‌ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ହତ୍ୟା କରାଯାଇଥିଲା। କଲେଜ ସଭାପତି ଗୋବିନ୍ଦ ସାହୁ ତାଙ୍କ କାର୍‌ ଭିତରେ ତାଙ୍କୁ ହତ୍ୟା କରିଥିଲେ। ନିଜର ପରକୀୟା ପ୍ରୀତି ପ୍ରଘଟ ହୋଇଯିବା ଆଶଙ୍କାରେ ମମିତାଙ୍କୁ ଗୋବିନ୍ଦ ହତ୍ୟା କରି ପୋଡ଼ି ଦେଇଥିଲା। More

ଦୁର୍ବଳ ରାଜନୈତିକ ନିଷ୍ପତ୍ତି ! ଓଡ଼ିଶା ହାତରୁ ଖସିଯିବ କି କୋଟିଆ, ଏବେ ଏମିତି କିଛି ହେଉଛି ସନ୍ଦେହ..

ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି, ସାଲୁର ବିଧାୟକ ରାଜନ୍ନା ଦୋରାଙ୍କ ଆଖିତରାଟିଲା ଭଳି ପୋଷ୍ଟ । ରାଜନ୍ନା କୋଟିଆବାସୀଙ୍କୁ ଧନ୍ୟବାଦ ଦେବା ସହ ଲେଖିଛନ୍ତି, କୋଟିଆବାସୀ ଆନ୍ଧ୍ରରେ ରହିବା ଲାଗି ଲିଖିତ ଭାବେ ଜଣାଇଛନ୍ତି । More

ହାଇକୋର୍ଟଙ୍କ ନିର୍ଦ୍ଦେଶନାମା ପଛରେ ବିଜେଡି ରଚିଛି ଷଡଯନ୍ତ୍ର: ବିଜେପି

ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ କଂଗ୍ରେସର ୬ ଘଣ୍ଟିଆ ବନ୍ଦ ଡାକରା ହରତାଳରେ ପରିଣତ ହୋଇଥିଲା। ଆଉ ଏହା ପଛରେ ସରକାରୀ ଦଳର ଚକ୍ରାନ୍ତକୁ ସାମ୍ନାକୁ ଆଣିଛନ୍ତି ବିରୋଧୀ କଂଗ୍ରେସ ଓ ବିଜେପି। More

ମାଡ଼ି ଆସୁଛି ତୃତୀୟ ଲହର; ଭାଇରସ୍‌ ବଦଳାଉଛି ରୂପ, ଦେଖାଯାଉଛି ନୂଆ ଲକ୍ଷଣ..

କୋଲକାତାର ଡାକ୍ତରମାନେ କହିଛନ୍ତି ଯେ, ଅଧିକାଂଶ ଲୋକଙ୍କୁ କରୋନା ଟିକା ଲାଗିସାରିଛି ତେଣୁ ସେମାନେ ଏବେ ଏହି ରୋଗକୁ ଆଉ ଗୁରୁତ୍ୱର ସହ ନେଉ ନାହାନ୍ତି । More