• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Sunday, 21 November 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Satyendu Shekher Mishra
  • 3 years ago

କମୁଛି ବ୍ରାଜିଲ୍‌ କଫିର ଡିମାଣ୍ଡ, ଆମେରିକା-ଇଟାଲି ଏବେ କୋରାପୁଟ ମୁହାଁ

କଫି ଚାଷୀଙ୍କ ମତରେ ବଣ, ପାହାଡ଼ ଘେରା ପରିବେଶ ଆଉ ଉନ୍ନତ ମାଟି କୋରାପୁଟ କଫିର ଗୁଣବତ୍ତାକୁ ସମୃଦ୍ଧ କରିପାରୁଛି । ଯେଉଁଥିପାଇଁ ଏହା କର୍ଣ୍ଣାଟକର କୁର୍ଗା ହେଉ ବିଶ୍ୱର ଅନ୍ୟ ନାମୀ ବ୍ରାଣ୍ଡକୁ ଟକ୍କର ଦେଇପାରୁଛି । More
  • Satyendu Shekher Mishra
  • 3 years ago

୨ ହଜାର ଲୋକଙ୍କୁ ଏକାଠି ପାଇଁ ଅନୁମତି, ହେଲେ ଧନୁଯାତ୍ରାରେ ତ ଲକ୍ଷ ଲକ୍ଷ ଦର୍ଶକ !

ଯାତ୍ରା, ଅର୍କେଷ୍ଟ୍ରା, ଖୋଲାମଞ୍ଚ ଆଦିରେ କଳା ପରିବେଷଣ ପାଇଁ ନୂଆ ଗାଇଡଲାଇନ୍ସରେ ରାଜ୍ୟ ସରକାରଙ୍କ ଅନୁମତି ପରେ ଏବେ କଳାକାରଙ୍କ ମନରେ ଉତ୍ସାହ ଫେରିଛି ସତ । ପ୍ରସ୍ତୁତି ବି ଆରମ୍ଭ ହୋଇଛି, ସରଞ୍ଜାମକୁ ସଜ କରାଯାଉଛି । ହେଲେ ମନରେ କିନ୍ତୁ ଖୁସି କମ୍, ଦ୍ୱନ୍ଦ୍ୱ ବେଶୀ । More
  • Satyendu Shekher Mishra
  • 3 years ago

ପଞ୍ଚାୟତ ନିର୍ବାଚନ: ବିଜେଡି-ବିଜେପି-କଂଗ୍ରେସରେ ଚାଲିଲାଣି ଗୁପ୍ତ ବୈଠକ, କିଏ ଯିବ କେଉଁ ଦଳକୁ ?

ଖୋଦ୍ ମୁଖ୍ୟମନ୍ତ୍ରୀ ଜିଲ୍ଲାରୁ ଜିଲ୍ଲା ବୁଲି ସ୍ମାର୍ଟ ହେଲ୍ଥ କାର୍ଡ ବାଣ୍ଟୁଛନ୍ତି । ମନ୍ତ୍ରୀମାନେ ମଧ୍ୟ ବ୍ଲକକୁ ଯାଇ ଏଇ କାମରେ ଲାଗିଛନ୍ତି । ତେବେ ଯେଉଁ ସବୁ ସିଟ୍‌ରେ ବିଜେପିର ସାଂସଦ ଓ ବିଧାୟକ ଅଛନ୍ତି ଓ ଯେଉଁଠି ବିଜେଡିର ସଙ୍ଗଠନ ସେତେଟା ମଜଭୁତ ନାହିଁ, ତାକୁ ଫୋକସ୍‌ରେ ରଖୁଛି ଦଳ । More
  • Chandan Shishu
  • 3 years ago

ପ୍ରଣବ ଆଇନ ବିଷୟରେ ଅଜ୍ଞ: ପୀତାମ୍ବର

ପ୍ରଣବ ସୋସିଆଲ ମିଡିଆରେ ବିରୋଧୀଙ୍କୁ ଆହ୍ୱାନ ଦେବା ପରେ କଡ଼ା ସମାଲୋଚନା କରିଛନ୍ତି ରାଜ୍ୟ ବିଜେପି ମୁଖପାତ୍ର ପୀତାମ୍ବର ଆଚାର୍ଯ୍ୟ। More
  • Satyendu Shekher Mishra
  • 3 years ago

ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଓଡ଼ିଆଙ୍କ ଭଗବାନ କହିଲେ ଉପବାଚସ୍ପତି ? ତେଜିଲା ବିବାଦ..

ମୁଖ୍ୟମନ୍ତ୍ରୀଙ୍କୁ ସାଢ଼େ ୪ କୋଟି ଓଡ଼ିଆଙ୍କ ଠାକୁର କହି ବିବାଦରେ ଉପବାଚସ୍ପତି ରଜନୀକାନ୍ତ ସିଂହ । ଅନୁଗୁଳ ସଭାରେ ଉପବାଚସ୍ପତିଙ୍କ ଏପରି ବୟାନକୁ ନେଇ ତେଜିଛି ରାଜନୀତି । More
  • Satyendu Shekher Mishra
  • 3 years ago

ରାସ୍ତାକଡ଼ରୁ ଉଦ୍ଧାର ହେଲା ଚୋରି ଶିଶୁକନ୍ୟା, ପରିବାର ଲୋକଙ୍କ ସମ୍ପୃକ୍ତି ସନ୍ଦେହ..

ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ନବଜାତ ଶିଶୁକନ୍ୟା ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ନବଜାତ ଶିଶୁର ବାପା ଥାନାରେ ଅଭିଯୋଗ କରିଥିଲେ । More
  • Chandan Shishu
  • 3 years ago

ଗୋବିନ୍ଦ ସାହୁର ହ୍ୟାଣ୍ଡ ରାଇଟିଂରୁ ମିଳିବ କି କିଛି ବଡ଼ ପ୍ରମାଣ ?

ମମିତା ସନସାଇନ୍‌ ସ୍କୁଲରେ ଶିକ୍ଷୟିତ୍ରୀ ଥିଲେ, ସେହି ସ୍କୁଲର ପରିଚାଳନା କମିଟି ସଭାପତି ଗୋବିନ୍ଦ ସାହୁ ଥିଲେ। ଏହି କଥାକୁ କୋର୍ଟରେ ଠୋସ୍ ପ୍ରମାଣ ସହ ଯୁକ୍ତି ବାଢ଼ିବାକୁ ଏହି ହ୍ୟାଣ୍ଡରାଇଟିଂ ଟେଷ୍ଟ କରାଯିବ। More
  • Rajalaxmi Sahoo
  • 3 years ago

କେନ୍ଦ୍ରମନ୍ତ୍ରୀଙ୍କୁ ଅଣ୍ଡା ମାଡ଼, ରାଜ୍ୟ ମନ୍ତ୍ରୀଙ୍କୁ କଳା ପତାକା ପ୍ରଦର୍ଶନ ଉଦ୍ୟମ

ଗୋଟିଏ ପଟେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ଗାଡ଼ି ଉପରକୁ ଛାତ୍ର ବିଜେଡି ପକ୍ଷରୁ ଅଣ୍ଡା ମାଡ଼ କରାଯାଇଥିବା ବେଳେ ଅନ୍ୟପଟେ ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ କଳା ପତାକା ପ୍ରଦର୍ଶନ ଉଦ୍ୟମ କରିଛନ୍ତି ବିଜେପି କର୍ମୀ। More
  • Pallipuspa Samal
  • 3 years ago

ପରିଚୟ ଖୋଜୁଛି କୋଷ୍ଟ କେନାଲ

ଐତିହାସିକ କୋଷ୍ଟ କେନାଲ। ଦିନେଥିଲା ନୌବାଣିଜ୍ୟର ସ୍ୱତନ୍ତ୍ର ପରିଚୟ। ଏହି ବାଟ ଦେଇ ହେଉଥିଲା ବାଣିଜ୍ୟ କାରବାର। ଆମଦାନୀ ଠାରୁ ରପ୍ତାନୀ ପର୍ଯ୍ୟନ୍ତ ସବୁ କିଛିର ମୁଖ୍ୟ ମାଧ୍ୟମ ଥିଲା ଏହି କୋଷ୍ଟ କେନାଲ। ବାଣିଜ୍ୟ କାରବାର ପ୍ରମୁଖ ସ୍ଥାନ ନେଇଥିଲା ଏହି କେନାଲ ଏବେ ମୃତପ୍ରାୟ। ପୂର୍ବପରି ନା ଏଇଠି ହେଉଛି ବାଣିଜ୍ୟ କାରବାର ନା ଏହି କେନାଲ ପାଖରେ ଥିବା ଜମି ଶସ୍ୟଶ୍ୟାମଳା ହୋଇପାରୁଛି। କହିବାକୁ ଗଲେ ପୁନଃଉଦ୍ଧାର ଅଭାବରୁ ଭଦ୍ରକର କୋଷ୍ଟ କେନାଲ ଏବେ ବିଲୀନ ହେବାକୁ ବସିଲାଣି। More
  • Rajalaxmi Sahoo
  • 3 years ago

ରନ୍ଧନ ଗ୍ୟାସ୍ ଦାମ୍ ବୃଦ୍ଧିର ପ୍ରତିବାଦ କରିବ ବିଜେଡି, କାଲିଠୁ ୩ ଦିନ ଯାଏ ଆନ୍ଦୋଳନ

ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ଆସନ୍ତାକାଲିଠାରୁ ବିଜେଡି ୩ ଦିନ ଧରି ଆନ୍ଦୋଳନ କରିବ। କେନ୍ଦ୍ର ସରକାର ଦାମ୍ କମ୍ ନ କରିବା ପର୍ଯ୍ୟନ୍ତ ଆନ୍ଦୋଳନ କରାଯିବ ବୋଲି ବିଜେଡି କହିଛି। More
  • Otv Khabar Bureau
  • 3 years ago

ଡାକ ଶୁଣିଲେନି ଡାକ୍ତର ବାବୁ; ଅଟୋ ଭିତରେ ପ୍ରସବ କଲେ ମହିଳା

ହଜିଗଲା ମାନବିକତା । ଗର୍ଭବତୀଙ୍କ ଡାକ ଶୁଣିଲେନି ଡାକ୍ତର ବାବୁ । ମେଡିକାଲ ଫାଟକ ଆଗରେ ଅନ୍ଧାର ରାତିରେ ଗର୍ଭ ଯ଼ନ୍ତ୍ରଣାରେ ଛଟପଟ ଜନନୀ । ଶେଷରେ ଅଟୋ ଭିତରେ ପ୍ରସବ କରାଇଲେ ଦିଦି । More
  • Rajalaxmi Sahoo
  • 3 years ago

କାଳ ହେଲା ଡଙ୍ଗା ଗୋଟାଇବା, ଚାଲିଗଲା ୨ ଭଉଣୀଙ୍କ ଜୀବନ

କାଳ ହେଲା ପାଣି ଭିତରୁ ଡଙ୍ଗା ଗୋଟାଇବା। ଯୋରରୁ ଡଙ୍ଗା ଗୋଟାଇବା ବେଳେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି।  More
  • Rajalaxmi Sahoo
  • 3 years ago

ମୋଦିଙ୍କୁ ନବୀନଙ୍କ ଚିଠି- ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଆହୁରି ୮ ମାସ ମାଗଣା ରାସନ୍‌ ଦିଆଯାଉ

ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଆହୁରି ୮ ମାସ ମାଗଣା ରାସନ୍ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ନିବେଦନ କରିଛନ୍ତି।   More
  • Rajalaxmi Sahoo
  • 3 years ago

ଜୁଆର ପାଣିରୁ ପାଚିଲା ଧାନକୁ ରକ୍ଷା କରିବା ପାଇଁ ବନ୍ଧ ବାନ୍ଧିଲେ ଚାଷୀ

ପ୍ରତିବର୍ଷ ପାଚିଲା ଧାନ ନଷ୍ଟର କ୍ଷତି ସହି ଆସୁଥିଲେ ଚାଷୀ। ସମାଧାନ ପାଇଁ ପ୍ରଶାସନ ନିକଟରେ ଗୁହାରି କରୁଥିଲେ ବି କିଛି ବି ହେଲା ନାହିଁ। ଶେଷରେ ଜୁଆର ମାଡରୁ ପାଚିଲା ଧାନକୁ ରକ୍ଷା କରିବା ପାଇଁ ଗାଁଲୋକେ ଏକାଠି ହେଲେ। ନିଜେ ଶ୍ରମଦାନ କରି ବାନ୍ଧିଲେ ଏମିତି ବନ୍ଧ... More
  • Rajalaxmi Sahoo
  • 3 years ago

ଜାଣନ୍ତୁ, ଏଣିକି କେତେ ସ୍ପିଡ୍‌ରେ ଚଲାଇବେ ଗାଡ଼ି ?

ଏଣିକି ଜାତୀୟ ରାଜପଥ, ରାଜ୍ୟ ରାଜପଥ ଏବଂ ମ୍ୟୁନିସିପାଲିଟି ଓ ଏନ୍ଏସି ଅଞ୍ଚଳରେ କେତେ ବେଗରେ ଯିବ ଯାନବାହନ ସେନେଇ ରାଜ୍ୟ ପରିବହନ ବିଭାଗ ବିଜ୍ଞପ୍ତି ଜାରି କରିଛି।  More
  • Chandan Shishu
  • 3 years ago

ବାଉଁଶ ବ୍ରିଜ୍‌ରେ ଚଢ଼ି ଅପହଞ୍ଚ ଇଲାକାରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ

ପାରଂପରିକ ବାଦ୍ୟର ତାଳେତାଳେ ଲୋକଙ୍କ ସହ ନାଚିଥିଲେ କେନ୍ଦ୍ରମନ୍ତ୍ରୀ। More
  • Chandan Shishu
  • 3 years ago

ଫାଇଲ୍ ଭିତରେ ରହିଯିବ କି କୃଷି ସଂପର୍କିତ ଦୁଇ ବିଲ୍?

ବିବାଦୀୟ କୃଷି ଆଇନ୍ ପ୍ରତ୍ୟାହର ନେଇ କେନ୍ଦ୍ରର ଘୋଷଣା ପରେ ରାଜ୍ୟରେ ପ୍ରସ୍ତାବିତ କୃଷି ବିଲ୍‌ଗୁଡ଼ିକର ଚାପ୍ଟର କ୍ଳୋଜ୍। ବିଭିନ୍ନ ସମୟରେ ରାଜ୍ୟ ସରକାର ଆଣିଥିବା ଅଧ୍ୟାଦେଶ ଓ ବିଲ୍ ଆଉ କାର୍ଯ୍ୟକାରୀ ହେବନାହିଁ। More
  • Otv Khabar Bureau
  • 3 years ago

କରୋନା କାଳରେ ଛଟପଟ ଯାତ୍ରା କଳାକାରଙ୍କୁ ଆଶ୍ୱସ୍ତି; ହେଲେ ନାଇଟ କର୍ଫ୍ୟୁକୁ ନେଇ କେଁ

କୋଭିଡ୍ କଟକଣାରୁ ମୁକୁଳି ଝଲସିବ ଯାତ୍ରା ମଞ୍ଚ, କମ୍ପିବ ସିନେମା ହଲ ପରିସର । ସବୁ ପ୍ରକାର ସାସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇପାରିବେ ସାଧାରଣ ଲୋକେ । ରାଜ୍ୟରେ କରୋନା ମହାମାରୀ ନିୟନ୍ତ୍ରଣକୁ ଆସିବା ପରେ ଅର୍ଥନୈତିକ କାର୍ଯ୍ୟକଳାପ କ୍ରିୟାଶୀଳ କରିବାକୁ ନୂଆ ନିୟମାବଳୀ ଜାରି କରିଛନ୍ତି ରାଜ୍ୟ ସରକାର । More
  • Chandan Shishu
  • 3 years ago

ଜିଲ୍ଲା ଟ୍ରେଜେରୀ ଅଫିସର୍‌ଙ୍କ ଚିଠି ଖୋଲିଦେଲା ରତ୍ନଭଣ୍ଡାର ଚାବି ରହସ୍ୟ

୨୦୧୮ ପ୍ରାରମ୍ଭରେ ମହାପ୍ରଭୁ ଜଗନ୍ନାଥଙ୍କ ରତ୍ନଭଣ୍ଡାର ସୁରକ୍ଷା ନେଇ ହଲ୍ଲାପଟା ଭିତରେ ଆସିଥିଲା ଭିତରଭଣ୍ଡାର ଚାବି ହଯିଯିବା ଖବର। ଏନେଇ ତମ୍ବିତୋଫାନ ଚାଲିଥିବାବେଳେ ଜାନୁଆରୀ ୧୩ ତାରିଖରେ ସେତେବେଳର ଜିଲ୍ଲାପାଳ ସୂଚନାରେ କଣ କହିଥିଲେ, ଆଉ ଏବେ କଣ ଘଟିଲା ଜାଣନ୍ତୁ More
  • Chandan Shishu
  • 3 years ago

ଦରଦାମ୍‌କୁ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ: ବିଷ୍ଣୁ

ଦରଦାମ୍‌ ଉପରେ କେବଳ କେନ୍ଦ୍ର ସରକାରଙ୍କ ଦାୟିତ୍ୱ ନୁହେଁ, ରାଜ୍ୟ ସରକାରଙ୍କ ଦାୟିତ୍ୱ ବି ଅଛି। ଦରଦାମ୍‌କୁ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି ବିଜେପି ନେତା ବିଷ୍ଣୁ ସେଠୀ କହିଛନ୍ତି। More