• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Tuesday, 23 November 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Chandan Shishu
  • 3 years ago

ଜୀବନ ଯୁଦ୍ଧରେ ହାରିଗଲେ ଅମ୍ରିତ ପ୍ରଧାନ

ଇକମୋ ଚିକିତ୍ସାରେ ସଂପୂର୍ଣ୍ଣ ସୁସ୍ଥ ନ ହେବାରୁ ତାଙ୍କର ଟ୍ରାନ୍ସପ୍ଲାଣ୍ଟ କରିବା ଲାଗି ଡାକ୍ତର ପରାମର୍ଶ ଦେଇଥିଲେ। ପରିବାର ଲୋକଙ୍କ ସ୍ୱୀକୃତି ପରେ ପ୍ରକ୍ରିୟା ଆରମ୍ଭ ହୋଇଥିଲା More
  • Chandan Shishu
  • 3 years ago

ପାଖାପାଖି ୨୦ ହଜାର କୋଟିର ଅତିରିକ୍ତ ଚିଠା ବଜେଟ୍‌କୁ କ୍ୟାବିନେଟ ଅନୁମୋଦନ

ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ପାଇଁ ଆଗାମୀ ତିନି ବର୍ଷ ୨ ହଜାର କୋଟି, ବିଜୁ ସେତୁ ଯୋଜନାରେ ୫ ହଜାର୧୮୨ କୋଟି ଖର୍ଚ୍ଚ ହେବ। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଆଗାମୀ ୫ ବର୍ଷରେ ୪୮୪ କୋଟି ଅନୁଦାନ ରଖାଯାଇଛି। More
  • Otv Khabar Bureau
  • 3 years ago

ରାଜ୍ୟ ରାଜନୀତିରେ ଘମାସାନ ଲଢେଇ: ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କଲା ବିଜେପି

ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟରେ ରାଜନୈତିକ ଘମାସାନ । ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ, ବଢୁଥିବା ଦୁର୍ନୀତି ଭଳି ଘଟଣାକୁ ନେଇ ସରକାର ବ୍ୟାକ୍‌ଫୁଟ୍‌ରେ ଥିବା ବେଳେ ବିଜେଡିକୁ କାଠଗଡ଼ାକୁ ଟାଣିବା ଲାଗି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି ରାଜ୍ୟ ବିଜେପି । More
  • Otv Khabar Bureau
  • 3 years ago

ବିରୋଧୀ କହିଲେ ପୁରୁଣା ଘରେ ରଙ୍ଗ ମାରି ସ୍ମାର୍ଟ ସ୍କୁଲ କହୁଛନ୍ତି ମୁଖ୍ୟମନ୍ତ୍ରୀ !

ସ୍ମାର୍ଟ ସ୍କୁଲ ଆଉ ସ୍ମାର୍ଟ କ୍ଲାସ୍‌ ଆଉ ତା’ସାଙ୍ଗକୁ ପିଲାଙ୍କୁ ସ୍ମାର୍ଟ ପାଠପଢା । ସ୍କୁଲର ବାହାର କାନ୍ଥ ଚକାଚକ ଥିବା ବେଳେ କ୍ଲାସ୍‌ରୁମ୍‌ରେ ପଡିଛି ଧାଡିକି ଧାଡି ଚେୟାର । କିନ୍ତୁ ଖାଲି ରହିଛି ଶିକ୍ଷକଙ୍କ ପଦବୀ । ତେବେ ନିର୍ବାଚନ ନେଇ ସ୍ମାର୍ଟ ସ୍କୁଲ ଉଦଘାଟନରେ ମାତିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ପିଲାଙ୍କ ଭବିଷ୍ୟତ ସରକାର କେତେ ଦୂର ସଚେତନ, ତାହା ଆପଣ ଦେଖନ୍ତୁ । More
  • Chandan Shishu
  • 3 years ago

ଧାରଣାରେ ବସିଥିବା ନବବିବାହିତାଙ୍କ ବାପା, ଭାଇଙ୍କୁ ଉଠାଇନେଲା ପୋଲିସ

ତେବେ ଉଭୟଙ୍କୁ କେଉଁଠିକୁ ଓ କାହିଁକି ନିଆଗଲା ସେ ସମ୍ପର୍କରେ ଜଣାପଡ଼ିନି। ଗତକାଲିଠୁ ଯୁବତୀ ଜଣକ ଜଣେ ଯୁବକଙ୍କୁ ନିଜ ସ୍ୱାମୀ ଦାବି କରି ଧାରଣାରେ ବସିଛନ୍ତି।   More
  • Otv Khabar Bureau
  • 3 years ago

ବାଚସ୍ପତି କହିଲେ ଆଉ ଚାଲିବନି ହଙ୍ଗାମା, ବିରୋଧୀ କହିଲେ ଆମେ ତ କହିବୁ

ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ ହେଉ କି ପ୍ରଶ୍ନକାଳ ଏସବୁ ସମୟରେ ଆଉ ଚଳିବନି ବିରୋଧୀଙ୍କ ବିଶୃଙ୍ଖଳିତ ଆଚରଣ । ଏସବୁ ନକରିବାକୁ ବାଚସ୍ପତି ସମସ୍ତ ବିଧାୟକଙ୍କୁ ଅବଗତ କରିଛନ୍ତି । More
  • Chandan Shishu
  • 3 years ago

ଶିକ୍ଷାନୁଷ୍ଠାନ କ୍ୟାମ୍ପସକୁ ପୁଣି କରୋନା ଭୟ

ଗୋଟେ ପଟେ ପାଠ ପଢ଼ାରେ ସ୍ୱାଭାବିକତା ଆଣିବାକୁ ପ୍ରୟାସ। ଅନ୍ୟପଟେ ସଂକ୍ରମଣର ଭୟ। ଏହା ଭିତରେ ସନ୍ତୁଳନ ରଖି, କେମିତି ଆଗକୁ ବଢ଼ିହେବ, ତାହା ଏବେ ସମସ୍ତଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ। More
  • Chandan Shishu
  • 3 years ago

ଠିକ ସମୟରେ ବ୍ୟାଙ୍କ ଋଣ ଶୁଝିଲେ ମିଳିବ ୫% ସୁଧ ରିହାତି

ଆଜି ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ଇଲେ୍କ୍ଟ୍ରୋନିକ୍ସ ନୀତିକୁ ମଂଜୁରୀ ପ୍ରଦାନ କରାଯାଇଛି। More
  • Chandan Shishu
  • 3 years ago

କଫି ସପ୍‌ରେ ଓଡ଼ିଆ ଝିଅର ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ଶବକୁ ବ୍ୟବଚ୍ଛେଦ ଲାଗି ପଠାଇ ପୋଲିସ ଘଟଣାର ଛାନଭିନ କରୁଛି  ସେପଟେ ଅଭିଯୁକ୍ତ ଧରାନପିଡିବା ଯାଏଁ ପରିବାର ଲୋକେ ଶବ ଗ୍ରହଣ କରିବେନି ବୋଲି କହିଛନ୍ତି। More
  • Otv Khabar Bureau
  • 3 years ago

"ଭୁଲ୍‌ରେ ଠାକୁର କହିଦେଲି"

କହିଥାନ୍ତି ଦେବତୁଲ୍ୟ, କହିଦେଲି ଠାକୁର ! ମୁଖ୍ୟମନ୍ତ୍ରୀଙ୍କୁ ଠାକୁର କହି ବିବାଦକୁ ଆସିବା ପରେ ଏପରି ସ୍ପଷ୍ଟୀକରଣ ଦେଇଛନ୍ତି ଉପବାଚସ୍ପତି ରଜନୀକାନ୍ତ ସିଂହ । More
  • Chandan Shishu
  • 3 years ago

ଜ୍ୟୋତିଷ ହୋଇ ଆସିଲେ, ସବୁ ନେଇ ଚାଲିଗଲେ

ଜଣେ ମହିଳା ଚାଲି ଚାଲି ଯାଉଥିବା ବେଳେ ତାଙ୍କୁ ଅଟକାଇଥିଲେ ଦୁଇ ଜଣ। ସେଇ ଦୁଇ ଜଣ ମହିଳାଙ୍କୁ ତାଙ୍କ ଭବିଷ୍ୟ ବିଷୟରେ ନାନା କଥା କହିବା ସହ ବହୁତ ଅସୁବିଧା ଥିବା ଜଣାଇଥିଲେ। More
  • Otv Khabar Bureau
  • 3 years ago

ଅଣ୍ତା ରୋଷେଇ ନ କରିବାରୁ ମା’କୁ ହାଣିଲା ପୁଅ

ଅଣ୍ତା ତରକାରୀକୁ ନେଇ ହତ୍ୟାକାଣ୍ତ । ମାଆ ଅଣ୍ଡା ତରକାରୀ କରି ନ ଦେବାରୁ ଧାରୁଆ ଅସ୍ତ୍ରରେ ମା’କୁ ଆକ୍ରମଣ କରି ମାରି ଦେଲା ପୁଅ । More
  • Rajalaxmi Sahoo
  • 3 years ago

ଭିଜିଲାନ୍ସ ଜାଲରେ ଅତିରିକ୍ତ DSWO

ଭିଜିଲାନ୍ସ ଜାଲରେ ଅତିରିକ୍ତ DSWO। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ DSWO ଚନ୍ଦ୍ରା ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ବରଗଡର ସରକାରୀ ଅଫିସ୍ ଓ ବରପାଲୀ ବାସଭବନରେ ଏକକାଳୀନ ଚଢଉ କରିଛି। ବରପାଲି ସ୍ଥିତ ୨ ମହଲା ଘରେ ରେଡ୍ କରିଛି ଭିଜିଲାନ୍ସ ଟିମ୍‌। ଚନ୍ଦ୍ରାଙ୍କ ବରଗଡରେ ଦୁଇଟି ପ୍ଲଟ, ୨ଟି ଚାରି ଚକି‌ଆ, ଗୋଟିଏ ବାଇକ ଓ  ୩ ଲକ୍ଷ ୫୪ ହଜାର ୪୨୦ଟଙ୍କା ଠାବ କରାଯାଇଛି।

  • Rajalaxmi Sahoo
  • 3 years ago

ପ୍ରଶ୍ନକାଳ, ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ବିଧାନସଭାରେ ହୋହାଲ୍ଲା କରିପାରିବେନି ବିଧାୟକ

ପ୍ରଶ୍ନକାଳ ସମୟରେ, ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ ହୋହାଲ୍ଲା କରିପାରିବେ ନାହିଁ। ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏନେଇ ସୂଚନା ଦେଇଛନ୍ତି। More

  • Rajalaxmi Sahoo
  • 3 years ago

ଓଡ଼ିଶାରେ ପୁଣି ବଢ଼ିଲା କି କରୋନା ସଂକ୍ରମଣ ? ୭୫ ଛାତ୍ରଛାତ୍ରୀ କୋଭିଡ୍‌ ପଜିଟିଭ୍‌

ଗତ କିଛିଦିନ ଧରି ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମୁଥିବା ବେଳେ ଏ‍ବେ ପୁଣିଥରେ ସଂକ୍ରମଣକୁ ନେଇ ଚିନ୍ତା ବଢ଼ିଛି। ବୁର୍ଲା ଭୀମସାର୍‌ରେ କିଛି ଡାକ୍ତରୀ ଛାତ୍ରଛାତ୍ରୀ ଓ ସୁନ୍ଦରଗଡ଼ରେ ଥିବା ଏକ ବାଳିକା ବିଦ୍ୟାଳୟରେ କିଛି ଛାତ୍ରୀ ପଜିଟିଭ୍‌ ଚିହ୍ନଟ ପରେ ଚିନ୍ତା ବଢ଼ିଛି। More

  • Rajalaxmi Sahoo
  • 3 years ago

ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି- ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବାକୁ ନିର୍ଦ୍ଦେଶ

ଠିକା ନିଯୁକ୍ତି ପାଇଥିବା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୩ ମାସ ମଧ୍ୟରେ ସେମାନଙ୍କୁ ନିୟମିତ କରିବା ସମସ୍ତ ପ୍ରକାରର ସୁବିଧା ପ୍ରଦାନ କରିବା ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। More

  • Rajalaxmi Sahoo
  • 3 years ago

ଅବହେଳାର ବିକଳ ଚିତ୍ର: ଶୁଣିଲେନି ବ୍ୟାଙ୍କ୍‌ ଅଧିକାରୀ, KYC ପାଇଁ ୫ କି.ମି. ଟ୍ରଲିରେ ବୁହା ହେଲେ ୯୨ ବର୍ଷୀୟ ବୃଦ୍ଧ

ବୟସ ୯୨ ପାର୍‌ ହେଲାଣି... ନା ଆଖିକୁ ଭଲ ଭାବେ ଦିଶୁଛି ନା ପାରାଲିସିସ୍‌ ଯୋଗୁ ଠିକ୍‌ ଭାବେ ଛିଡ଼ା ହୋଇପାରୁଛନ୍ତି। ଏଭଳି ଅବସ୍ଥାରେ ମାତ୍ର ୭୦୦ ଟଙ୍କା ପାଇଁ ଟ୍ରଲିରେ ୫ କି.ମି. ବୁହା ହୋଇ ବ୍ୟାଙ୍କ ପର୍ଯ୍ୟନ୍ତ ଯିବାକୁ ପଡ଼ିଛି ଜଣେ ୯୨ ବର୍ଷୀୟ ବୃଦ୍ଧଙ୍କୁ। More

  • Pallipuspa Samal
  • 3 years ago

ବିକାଶରୁ କୋଷେ ଦୂରରେ ଗ୍ରାମବାସୀ, ସରକାରୀ ଯୋଜନା କେତେ ସଫଳ ?

ଗ୍ରାମାଞ୍ଚଳର ବିକାଶ ପାଇଁ ସରକାରଙ୍କ ଅନେକ ଯୋଜନା, ହେଲେ କେତେ ସଫଳ ଏ ଯୋଜନା । ଏବେବି ଅନେକ ଗାଁ ବିକାଶରୁ କୋଷେ ଦୂରରେ ଲୋକଙ୍କ ପାଖରେ ପହଂଚି ପାରିନି ମୌଳିକ ସୁବିଧା । ସଡ଼କ ଅବ୍ୟବସ୍ଥାରୁ ହନ୍ତସନ୍ତ ହେଉଛନ୍ତି ଲୋକେ । ପ୍ରଶାସନ ନ ଶୁଣିବାରୁ ଲୋକେ ନିଜେ ରାସ୍ତା କାମ କରୁଛନ୍ତି॥ ବାରମ୍ବାର ଗୁହାରୀ ପରେ ନଶୁଣିବାରୁ ଗାଁ ଲୋକେ ନିଜେ ପୋଲ ନିର୍ମାଣ କରିଛନ୍ତି । କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲାରୁ ଦେଖିବା ସମସ୍ୟାର ଚିତ୍ର । More

  • Rajalaxmi Sahoo
  • 3 years ago

OCAC ସିଇଓଙ୍କ ହ୍ୱାଟ୍ସଆପ୍‌ ହ୍ୟାକ୍‌: ଏଟିଏମ୍‌ରୁ ଟଙ୍କା ଉଠାଇବା ବେଳେ ମୁଖ୍ୟ ଅଭିଯୁକ୍ତକୁ ଧରିଲା ପୋଲିସ୍‌

OCAC ସିଇଓଙ୍କ ହ୍ୱାଟ୍ସଆପ୍‌ ହ୍ୟାକ୍‌ କରି ଟଙ୍କା ଲୁଟିବା ଘଟଣା଼ ପଛରେ ନାଇଜେରିଆ ଗ୍ୟାଙ୍ଗର ସମ୍ପୃକ୍ତି ନେଇ ସ୍ପଷ୍ଟ ହୋଇଥିଲା। ତେବେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଦିଲ୍ଲୀ ପୋଲିସ୍‌ ବେଙ୍ଗାଲୁରୁରୁ ଗିରଫ କରିଛି। More

  • Pallipuspa Samal
  • 3 years ago

Daily Horoscope, 23 NOV 2021: ଜାଣନ୍ତୁ ଆଜିର ରାଶିଫଳ…

ଆଜି ୨୦୨୧ ମସିହା, ନଭେମ୍ବର ମାସ ୨୩ ତାରିଖ, ମଙ୍ଗଳବାର, ବିଛା ୮ ଦିନ, ମାର୍ଗଶୀର ମାସ, କୃଷ୍ଣପକ୍ଷ, ଚତୁର୍ଥୀ ତିଥି ।ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ... More

  • Rajalaxmi Sahoo
  • 3 years ago

ଆଶ୍ଚର୍ଯ୍ୟ ! DJ ମ୍ୟୁଜିକ୍‌ରେ ମରିଗଲେ ୬୦ରୁ ଅଧିକ କୁକୁଡ଼ା, ଥାନାରେ ପହଞ୍ଚିଲେ ମାଲିକ

ବିବାହ ପ୍ରୋସେସନ୍‌ରେ ଜୋର୍‌ରେ ସାଉଣ୍ଡ ଦେଇ ଡିଜେ ମ୍ୟୁଜିକ୍‌ ବଜାଇବାରୁ ୬୩ଟି କୁକୁଡ଼ା ମରି ଯାଇଥିବା ଅଭିଯୋଗ ହୋଇଛି। କଥାଟା ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଘଟଣାଟି ସତ। More

  • Rajalaxmi Sahoo
  • 3 years ago

ଆଜି ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

୨ ଦିନ ପରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୩ରୁ ୫ ଡିଗ୍ରୀ ତଳକୁ ଖସିବା ସମ୍ଭାବନା ରହିଛି। ସେପଟେ ରାଜ୍ୟରେ କୋହଲା ପାଗ ଓ କିଛି ସ୍ଥାନରେ ବର୍ଷା ଲାଗି ରହିଛି। More

  • Chandan Shishu
  • 3 years ago

ଧୋକା ଦେବା ପରେ ବର ଘରେ କନ୍ୟାର ଧାରଣା

ଡାକ୍ତର ଡିମ୍ପଲ ଓ ଡାକ୍ତର ସସ୍ମିତଙ୍କ ସାହାନାଇ ବାଜିବାର ଥିଲା। ସେଥିପାଇଁ ଡାକ୍ତର ଡିମ୍ପଲ କନ୍ୟା ବେଶରେ ସଜେଇ ହୋଇଥିଲେ। ହେଲେ ନିର୍ଦ୍ଧାରିତ ସମୟ ଭିତରେ କନ୍ୟା ଘରେ ପହଞ୍ଚି ନଥିଲା ବର। More

  • Chandan Shishu
  • 3 years ago

ରାଉରକେଲାରେ ବିଶ୍ୱସ୍ତରୀୟ ହକି ଷ୍ଟାଡ଼ିୟମ୍ ନିର୍ମାଣ ନାଁରେ ଜାଲିଆତି

ଡିସେମ୍ବର ୨୦୨୦ରେ ଏହି ଷ୍ଟାଡ଼ିମୟ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ। ଏଠି ପ୍ରଶ୍ନ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ କାହିଁକି ଆବଶ୍ୟକ ପଡିଲା ବିଧାୟକଙ୍କ ପ୍ରସ୍ତାବ ? ତାପୁଣି ମିଛି ମିଛିକା? More

  • Otv Khabar Bureau
  • 3 years ago

ରାଜଧାନୀରେ ଜୋର ଧରିଲା ପଲିଟିକାଲ ତାତି

ରାଜଧାନୀ ରାଜରାସ୍ତାରେ ବିଜେପି-ବିଜେଡି ମୁହାଁମୁହିଁ । ବିଜେପିର ମମିତା ମେହେର ପ୍ରସଙ୍ଗକୁ ଗ୍ୟାସ ଦରବୃଦ୍ଧି ଇସ୍ୟୁରେ କାଉଣ୍ଟର କରିଛି ବିଜେଡି । ସେପଟେ କିଛିଦିନ ତଳେ ମମିତା ମେହେରଙ୍କ ପରିବାର ପକ୍ଷରୁ ଜାରି ହୋଇଥିବା ଭିଡିଓ କିଏ ପ୍ରସ୍ତୁତ କରିଥିଲା ବୋଲି କଂଗ୍ରେସ ପ୍ରଶ୍ନ କରିଛି । More

  • Chandan Shishu
  • 3 years ago

ମିଛ ଥିଲା ଶିଶୁକନ୍ୟା ଚୋରି, ଘର ଢିଙ୍କି ସାଜିଥିଲେ କୁମ୍ଭୀର

ଗତ ୧୯ ତାରିଖ ରାତିରେ ଶିଶୁଟି ଜନ୍ମ ପରେ ୨୦ ତାରିଖ ସକାଳେ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ଯାହାର ସିସିଟିଭିର ଚିତ୍ର ବି ସାମ୍ନାକୁ ଆସିଥିଲା।  More

  • Chandan Shishu
  • 3 years ago

ବିମାନରେ ଉଡ଼ିବାର ମଜାନେଲେ କୋଭିଡ୍‌ରେ ବାପାମାଆ ହରାଇଥିବା ପିଲା

ଆଜିର ଏହି ଉଡ୍ଡାନ ଉତ୍ସବରେ କୋଭିଡରେ ବାପାମାଆ ହରାଇଥିବା ୨୬ ଜଣ ବାଳକ-ବାଳିକା, ୨୦ ବରିଷ୍ଠ ନାଗରିକ, ୪ ଦିବ୍ୟାଙ୍ଗଙ୍କୁ ନେଇ ଉଡ଼ାଣ ଭରିଥିଲା ଜୟ ରାଇଡର ବିମାନ। More