• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Wednesday, 24 November 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Chandan Shishu
  • 3 years ago

ଡ୍ରେନେଜ ପାଇପ୍ ଭିତରୁ ବାହାରିଲା ଲକ୍ଷ ଲକ୍ଷ ଟଙ୍କା

ପାଇଖାନା ଟାଙ୍କିକୁ ସଂଯୋଗ କରୁଥିବା ପାଇପରୁ ମିଳିଲା ଟଙ୍କା। ଗଣୁ ଗଣୁ ଜଣାପଡ଼ିଲା ପାଇପ୍ ଭିତରେ ଜେଇ ବାବୁ ଲୁଚାଇ ରଖିଥିଲେ ନଗଦ ୧୩ ଲକ୍ଷ ଟଙ୍କା।  More
  • Pramod Behera
  • 3 years ago

ଶ୍ରୀମନ୍ଦିର ସ୍ୱର୍ଣ୍ଣିମ ଇତିହାସରେ ଯୋଡ଼ି ହେଲା ନୂଆଫର୍ଦ୍ଦ

ଯୁଗ ଯୁଗ ଧରି ଜଗନ୍ନାଥ ଭକ୍ତଙ୍କୁ ଅନନ୍ୟ ଅନୁଭୂତି ଦେବାକୁ ବିରାଟ ପଦକ୍ଷେପ। ବର୍ଣ୍ଣାଢ୍ୟ ଉତ୍ସବରେ ହେଲା ବହୁଚର୍ଚ୍ଚିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ। More
  • Chandan Shishu
  • 3 years ago

ମୁଖ୍ୟମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିଥିବା ବିଜେପି କର୍ମୀ ଗଲେ କୁଆଡେ?

ପୂର୍ବରୁ ୨୦୧୫ ଓ ୨୦୧୮ ମସିହାରେ ମୁଖ୍ୟମନ୍ତ୍ରୀଙ୍କୁ ନିଶାନା କରି ଅଣ୍ଡାମାଡ଼ ଘଟଣା ଚର୍ଚ୍ଚା ସୃଷ୍ଟି କରିଥିଲା। ୨୦୧୫ ଫେବୃଆରୀ ୧୯ରେ ଉତ୍କଳ ବିଶ୍ୱବିଦ୍ୟାଳୟ ବାର୍ଷିକ ଉତ୍ସବରେ ଯୋଗ ଦେବାକୁ ଗଲାବେଳେ, ଭୁବନେଶ୍ୱର ଖାରବେଳ ନଗରରେ ମୁଖ୍ୟମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିଥିଲେ ଯୁବ କଂଗ୍ରେସ କର୍ମୀ। More
  • Chandan Shishu
  • 3 years ago

ପ୍ରୋସେସନ୍‌ ବେଳେ ମାଡ଼ିଗଲା ଟ୍ରକ୍, ବରପିତାଙ୍କ ମୃତ୍ୟୁ

ଦୁର୍ଘଟଣା ପରେ ସେଠାରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି। More
  • Chandan Shishu
  • 3 years ago

କାନାଡାକୁ ୧-୦ ଗୋଲରେ ହରାଇଲା ପୋଲାଣ୍ଡ

ଫାଷ୍ଟ ହାଫ ଶେଷ ସୁଦ୍ଧା ଉଭୟ ଦଳ ଖାତା ଖୋଲି ପାରିନଥିଲେ। ତୃତୀୟ କ୍ୱାର୍ଟର ବେଳକୁ ଆଉଏକ ରଣନୀତି ପ୍ରସ୍ତୁତ କରି ପାର୍ଶ୍ଵ ପରିବର୍ତ୍ତନ କରି ପଡିଆକୁ ଓହ୍ଲାଇଥିଲା ପୋଲାଣ୍ଡ। More
  • Pramod Behera
  • 3 years ago

ସ୍ୱାମୀ ଥିଲା ରସିକନାଗର, ସାଜିଥିଲା କଳିଯୁଗ କୃଷ୍ଣ

ସ୍ୱାମୀ ସାଜିଥିଲା କଳିଯୁଗର କୃଷ୍ଣ। ଏକାଧିକ ମହିଳାଙ୍କ ସହ କରୁଥିଲା ରାସଲୀଳା। ଦୁଇ ପତ୍ନୀ ମିଶି ଖୋଲିଦେଲେ ସ୍ୱାମୀର ଭଦ୍ରମୁଖା। More
  • Chandan Shishu
  • 3 years ago

ଏକାଧିକ ସ୍ତ୍ରୀ କଥା ମିଛ ବୋଲି କହିଲେ ସ୍ୱାମୀ

ଜଣେ ଯୁବକ ପ୍ରଥମ ପତ୍ନୀଙ୍କ ଅଜାଣତରେ ଆଉ ଜଣକୁ ପ୍ରେମ କରି ବିବାହ କରିଥିଲେ। ସେହିପରି ଦ୍ୱିତୀୟ ପତ୍ନୀଙ୍କ ଅଜାଣତରେ ତୃତୀୟ ଝିଅକୁ ମଧ୍ୟ ପ୍ରେମ ସପର୍କ ରଖିଥିବା ଜଣାପଡିଥିଲା। ତେବେ ପ୍ରଥମ ଏବଂ ଦ୍ୱିତୀୟ ପତ୍ନୀ ଏକାଠି ହୋଇ ମଞ୍ଚେଶ୍ଵର ଥାନାରେ ଅଭିଯୋଗ କରିଥିଲେ। ଏନେଇ କଣ କହୁଛନ୍ତି ରସିକିଆ ସ୍ୱାମୀ ପଢନ୍ତୁ More
  • Rajalaxmi Sahoo
  • 3 years ago

ଧରାପଡ଼ିଲା ସ୍ୱାମୀ-୪୨୦: ଏକାଧିକ ଯୁବତୀଙ୍କୁ ବାହା ହୋଇ ଅଲଗା ଅଲଗା ରଖିଥିଲା

ପଦାରେ ପଡ଼ିଲା ରସିକିଆ ସ୍ୱାମୀର କଳା କାରନାମା। ଏକାଧିକ ଯୁବତୀଙ୍କୁ ବିବାହ କରି ଅଲଗା ଅଲଗା ରଖିଥିଲା। କେହି କାହା ବିଷୟରେ ଜାଣିନଥିଲେ। ଯେତେବେଳେ ଜାଣିଗଲେ, ସ୍ୱାମୀର ଅକଲ ଗୁଡ଼ୁମ। More
  • Otv Khabar Bureau
  • 3 years ago

ପାକିସ୍ତାନ ବିପକ୍ଷରେ ଜର୍ମାନୀର ସହଜ ବିଜୟ

କଳିଙ୍ଗ ଷ୍ଟାଡିୟମରେ ଖେଳାଯାଉଥିବା ଜୁନିୟର ବିଶ୍ୱକପ ହକିର ଦ୍ୱିତୀୟ ମ୍ୟାଚରେ ଜର୍ମାନୀର ସହଜ ବିଜୟ। ପାକିସ୍ତାନ କୁ ୫-୨ଗୋଲରେ ହରାଇଲା ଜର୍ମାନୀ। ଏହି ବିଜୟରେ ଜର୍ମାନୀ କୁ ୩ପଏଣ୍ଟ ମିଳିଥିବା ବେଳେ ପାକିସ୍ତାନ କୁ ଶୂନ୍ୟ ପଏଣ୍ଟ ମିଳିଛି। More
  • Rajalaxmi Sahoo
  • 3 years ago

‘ମୁଖ୍ୟମନ୍ତ୍ରୀ ଯେଉଁଠିକି ଯିବେ, ବିଜେପି ଯୁବ ମୋର୍ଚ୍ଚା ତାଙ୍କୁ ବିରୋଧ କରିବେ’

ମୁଖ୍ୟମନ୍ତ୍ରୀ ଯେଉଁଠିକି ଯିବେ ବିଜେପି ଯୁବ ମୋର୍ଚ୍ଚା ତାଙ୍କୁ ସିଧାସଳଖ ଭାବେ ବିରୋଧ କରିବେ ବୋଲି ବିଜେପି ଯୁବ ମୋର୍ଚ୍ଚା ସଭାପତି ଈରାଶିଷ ଆଚାର୍ଯ୍ୟ କହିଛନ୍ତି More
  • Pallipuspa Samal
  • 3 years ago

ନିଆରା ବାହାଘର, ବର ଗଛ ସହିତ ଓସ୍ତ ଗଛ, ଜାଣନ୍ତୁ ବର କିଏ ?

ଏ ହେଉଛି ଏକ ନିଆରା ବାହାଘର । ଗଛ ସହିତ ଗଛର ବାହାଘର । ବର ଗୋଟିଏ ଗଛ ଓ କନ୍ୟା ଗୋଟିଏ ଗଛ । ସତସତିକା ବାହାଘର ପରି ହୋଇଥିଲା ସବୁ ରୀତିନୀତି । ସତେ ଯେମିତି ସ୍ୱର୍ଗରୁ ଓହ୍ଲାଇ ଆସିଥିଲେ ଦେବାଦେବୀ । More
  • Otv Khabar Bureau
  • 3 years ago

ଜୁନିୟର ହକି ବିଶ୍ୱକପରେ ସାଉଥ ଆଫ୍ରିକାକୁ ୫-୧ ଗୋଲରେ ପରାସ୍ତ କଲା ବେଲଜିୟମ୍

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ରେ ଆରମ୍ଭ ହୋଇଥିବା ଜୁନିୟର ପୁରୁଷ ବିଶ୍ୱକପ ହକିର ଉଦଘାଟନୀ ମ୍ୟାଚରେ ରେଡ଼ ଲାୟନ ତଥା ବେଲଜିୟମ ଦଳ ବିଜୟୀ ହୋଇଛି । More
  • Pallipuspa Samal
  • 3 years ago

ଘରେ ବନାନ୍ତୁ ମାଟି ହାଣ୍ଡିରେ ପ୍ରସ୍ତୁତ ‘ରସୁଣ ମଟନ୍’

ଆପଣ କେବେ ମାଟି ହାଣ୍ଡିରେ ପ୍ରସ୍ତୁତ ‘ରସୁଣ ମଟନ’ ଖାଇଛନ୍ତି କି ? ତେବେ ଆଜି ହିଁ ଘରେ ବନାନ୍ତୁ ‘ରସୁଣ ମଟନ୍’ । ଏହି ରେସିପିଟି ଆମେ ଆଜି ଦେଶୀ ଉପାୟରେ ପ୍ରସ୍ତୁତ କରିବା । More
  • Rajalaxmi Sahoo
  • 3 years ago

ଆଗରୁ ଛକି ଥିଲେ, ମୁଖ୍ୟମନ୍ତ୍ରୀଙ୍କୁ ଲକ୍ଷ୍ୟ କରି ଅଣ୍ଡା ମାଡ଼ କଲେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁରୀ ଗସ୍ତକୁ ବିରୋଧ। ମୁଖ୍ୟମନ୍ତ୍ରୀଙ୍କ କାରକେଡ୍ ଭିତରକୁ ଧସେଇ ପଶି ୨ ଜଣ ଯୁବକ ଅଣ୍ଡା ମାଡ଼ କରିଛନ୍ତି। More
  • Otv Khabar Bureau
  • 3 years ago

ପୁଣି ଉପରମୁହାଁ ହେଲାଣି କରୋନା;୨୮୮ ଜଣ ଆକ୍ରାନ୍ତ, ୩ ମୃତ

ଗତ କିଛିଦିନ ଧରି ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମୁଥିବା ବେଳେ ଏବେ ପୁଣିଥରେ ସଂକ୍ରମଣ ବୃଦ୍ଧିକୁ ନେଇ ଚିନ୍ତା ବଢ଼ିଛି। ରାଜ୍ୟର କିଛି ସ୍ଥାନରେ କଣ୍ଟେନମେଣ୍ଟ ଜୋନ ମଧ୍ୟ ଦେଖାଗଲାଣି । ତେବେ କରୋନାର ତୃତୀୟ ଲହରୀକୁ ନେଇ ସଚେତନ ରହିବା ପାଇଁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯଇଛି । More
  • Otv Khabar Bureau
  • 3 years ago

ବାଜିଲା ଜୁନିୟର ବିଶ୍ୱକପ୍ ହକି ବିଗୁଲ୍: ଖାଁ ଖାଁ କଳିଙ୍ଗ ଷ୍ଟାଡିୟମ

ଆଜିଠୁ ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହେଉଛି ହକି ମହାକୁମ୍ଭ । ତେବେ ଆଜି ମୋଟ ୫ଟି ମ୍ୟାଚ୍ ଖେଳାଯିବ । ରାତି ୮ଟାରେ ରହିଛି ଭାରତ-ଫ୍ରାନ୍ସ ଲଢ଼େଇ । More
  • Rajalaxmi Sahoo
  • 3 years ago

Daily Horoscope, 24 NOV 2021: ଜାଣନ୍ତୁ ଆଜିର ରାଶିଫଳ…

୨୦୨୧ ମସିହା, ନଭେମ୍ବର ମାସ ୨୪ ତାରିଖ, ବୁଧବାର, ବିଛା ୯ ଦିନ, ମାର୍ଗଶୀର ମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି। ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ... More
  • Rajalaxmi Sahoo
  • 3 years ago

ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଗାଡ଼ିକୁ ଅଣ୍ଡା ମାଡ଼

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବା ବେଳେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଗାଡ଼ିକୁ ଅଣ୍ଡା ମାଡ଼ ହୋଇଥିବା ସୂଚନା ମିଳିଛି।   More
  • Rajalaxmi Sahoo
  • 3 years ago

‘ମୋ ସ୍ୱାମୀ ମୋତେ ତାଙ୍କ ସହ ନ ନେବା ଯାଏ ମୁଁ ଧାରଣା ଦେବି’

ନିଜକୁ ବୋହୂ ବୋଲି ଦାବି କରି ଶ୍ୱଶୁର ଘରେ ପ୍ରବେଶ ଜିଦ୍‌ରେ ଅଟଳ ଯୁବତୀ। ୩ ଦିନ ହେଲାଣି ବଧୂ ବେଶ ସାଜି ଶ୍ୱଶୁର ଘର ସାମ୍ନାରେ ବସିଛନ୍ତି ଯୁବତୀ। ହେଲେ ଯୁବତୀ ଜଣକ କରୁଥିବା ଦାବି ବର୍ତ୍ତମାନ ପର୍ଯ୍ୟନ୍ତ ପୂରଣ ହୋଇପାରି ନାହିଁ। More
  • Otv Khabar Bureau
  • 3 years ago

ନାଁକୁ ସରକାରଙ୍କ ମାଳ ମାଳ ଯୋଜନା ; ଯେଉଁଠି ମଣିଷ ରହୁଛନ୍ତି, ସେଇଠି ଗାଈ ବି ରହୁଛନ୍ତି

ଯେଉଁଠି ମଣିଷ ରହୁଛନ୍ତି, ସେଇଠି ଗାଈ ବି ରହୁଛନ୍ତି । ନୁଆଁଣିଆ ଚାଳଛପର ଘର, ଉପରେ ପଲିଥିନ ପଡ଼ିଛି । ଆଉ ଏହାରି ଭିତରେ ଏକାଠି ରହୁଛନ୍ତି ଗୋଟିଏ ପରିବାର ଓ ତାଙ୍କର ଗୃହପାଳିତ ପଶୁ । ଏଇଠି ରୋଷେଇ ହେଉଛି, ପୁଣି ବାଛୁରୀ ମଧ୍ୟ ରହୁଛି। ସରକାରଙ୍କ ମାଳ ମାଳ ଯୋଜନା ଥାଇ ମଧ୍ୟ ତାହା ଯାଉଛି କୁଆଡ଼େ? More
  • Rajalaxmi Sahoo
  • 3 years ago

ଗାଡ଼ି ଧକ୍କାରେ ଚାଲିଗଲା ୩ ଜୀବନ, ପିକ୍‌ନିକ୍‌ ସାରି ଘରକୁ ଫେରୁଥିଲେ...

ପିକ୍‌ନିକ୍‌ ସାରି ଘରକୁ ଫେରୁଥିବା ବେଳେ ଗାଡ଼ି ଧକ୍କାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବାଇକ୍‌ ଦୁର୍ଘଟଣାରେ ଆଉ ଜଣଙ୍କ ଜୀବନ ଚାଲି ଯାଇଛି। ବଲାଙ୍ଗିରରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। More
  • Chandan Shishu
  • 3 years ago

ଜୀବନ ଯୁଦ୍ଧରେ ହାରିଗଲେ ଅମ୍ରିତ ପ୍ରଧାନ

ଇକମୋ ଚିକିତ୍ସାରେ ସଂପୂର୍ଣ୍ଣ ସୁସ୍ଥ ନ ହେବାରୁ ତାଙ୍କର ଟ୍ରାନ୍ସପ୍ଲାଣ୍ଟ କରିବା ଲାଗି ଡାକ୍ତର ପରାମର୍ଶ ଦେଇଥିଲେ। ପରିବାର ଲୋକଙ୍କ ସ୍ୱୀକୃତି ପରେ ପ୍ରକ୍ରିୟା ଆରମ୍ଭ ହୋଇଥିଲା More
  • Chandan Shishu
  • 3 years ago

ପାଖାପାଖି ୨୦ ହଜାର କୋଟିର ଅତିରିକ୍ତ ଚିଠା ବଜେଟ୍‌କୁ କ୍ୟାବିନେଟ ଅନୁମୋଦନ

ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ପାଇଁ ଆଗାମୀ ତିନି ବର୍ଷ ୨ ହଜାର କୋଟି, ବିଜୁ ସେତୁ ଯୋଜନାରେ ୫ ହଜାର୧୮୨ କୋଟି ଖର୍ଚ୍ଚ ହେବ। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଆଗାମୀ ୫ ବର୍ଷରେ ୪୮୪ କୋଟି ଅନୁଦାନ ରଖାଯାଇଛି। More
  • Otv Khabar Bureau
  • 3 years ago

ରାଜ୍ୟ ରାଜନୀତିରେ ଘମାସାନ ଲଢେଇ: ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କଲା ବିଜେପି

ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟରେ ରାଜନୈତିକ ଘମାସାନ । ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ, ବଢୁଥିବା ଦୁର୍ନୀତି ଭଳି ଘଟଣାକୁ ନେଇ ସରକାର ବ୍ୟାକ୍‌ଫୁଟ୍‌ରେ ଥିବା ବେଳେ ବିଜେଡିକୁ କାଠଗଡ଼ାକୁ ଟାଣିବା ଲାଗି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି ରାଜ୍ୟ ବିଜେପି । More
  • Otv Khabar Bureau
  • 3 years ago

ବିରୋଧୀ କହିଲେ ପୁରୁଣା ଘରେ ରଙ୍ଗ ମାରି ସ୍ମାର୍ଟ ସ୍କୁଲ କହୁଛନ୍ତି ମୁଖ୍ୟମନ୍ତ୍ରୀ !

ସ୍ମାର୍ଟ ସ୍କୁଲ ଆଉ ସ୍ମାର୍ଟ କ୍ଲାସ୍‌ ଆଉ ତା’ସାଙ୍ଗକୁ ପିଲାଙ୍କୁ ସ୍ମାର୍ଟ ପାଠପଢା । ସ୍କୁଲର ବାହାର କାନ୍ଥ ଚକାଚକ ଥିବା ବେଳେ କ୍ଲାସ୍‌ରୁମ୍‌ରେ ପଡିଛି ଧାଡିକି ଧାଡି ଚେୟାର । କିନ୍ତୁ ଖାଲି ରହିଛି ଶିକ୍ଷକଙ୍କ ପଦବୀ । ତେବେ ନିର୍ବାଚନ ନେଇ ସ୍ମାର୍ଟ ସ୍କୁଲ ଉଦଘାଟନରେ ମାତିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ପିଲାଙ୍କ ଭବିଷ୍ୟତ ସରକାର କେତେ ଦୂର ସଚେତନ, ତାହା ଆପଣ ଦେଖନ୍ତୁ । More
  • Chandan Shishu
  • 3 years ago

ଧାରଣାରେ ବସିଥିବା ନବବିବାହିତାଙ୍କ ବାପା, ଭାଇଙ୍କୁ ଉଠାଇନେଲା ପୋଲିସ

ତେବେ ଉଭୟଙ୍କୁ କେଉଁଠିକୁ ଓ କାହିଁକି ନିଆଗଲା ସେ ସମ୍ପର୍କରେ ଜଣାପଡ଼ିନି। ଗତକାଲିଠୁ ଯୁବତୀ ଜଣକ ଜଣେ ଯୁବକଙ୍କୁ ନିଜ ସ୍ୱାମୀ ଦାବି କରି ଧାରଣାରେ ବସିଛନ୍ତି।   More